Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସିଆର ପ୍ରଥମ ଦେଶ ଭାବେ ସେଞ୍ଚୁରିଅନରେ ଦକ୍ଷିଣ ଆଫ୍ରିକାକୁ ହରାଇଲା ଭାରତ
ଆଜିର ଖବର

ଏସିଆର ପ୍ରଥମ ଦେଶ ଭାବେ ସେଞ୍ଚୁରିଅନରେ ଦକ୍ଷିଣ ଆଫ୍ରିକାକୁ ହରାଇଲା ଭାରତ

December 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସେଞ୍ଚୁରିଅନର ସୁପର ସ୍ପୋର୍ଟ ପାର୍କରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକାକୁ ୧୧୩ ରନରେ ପରାସ୍ତ କରି ଟିମ୍ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ବାସ୍ତବରେ ସେଞ୍ଚୁରିଅନରେ ଜିତିବାରେ ଭାରତ ଏସିଆର ପ୍ରଥମ ଦେଶ ହୋଇପାରିଛି।

ସେଞ୍ଚୁରିଅନରେ ଟିମ୍ ଇଣ୍ଡିଆର ଏହା ହେଉଛି ପ୍ରଥମ ବିଜୟ। ଏହାପୂର୍ବରୁ କୌଣସି ଏସୀୟ ଦଳ ସେଞ୍ଚୁରିଅନରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିପାରନ୍ତି ନାହିଁ। ଏହି ଗ୍ରାଉଣ୍ଡରେ ଆୟୋଜକ ଦଳର ସର୍ବମୋଟ ତୃତୀୟ ପରାଜୟ।

ଚତୁର୍ଥ ଇନିଂସରେ ଦକ୍ଷିଣ ଆଫ୍ରିକାକୁ ଭାରତୀୟ ଦଳ ୩୦୫ ରନ୍‌ର ଟାର୍ଗେଟ ଦେଇଥିଲା। ଏହାର ଜବାବରେ ଆୟୋଜକ ଦଳ ୧୯୧ ରନ୍ ରେ ସମସ୍ତ ୱିକେଟ ହରାଇଥିଲା। ଭାରତ ପାଇଁ ଦ୍ୱିତୀୟ ଇନିଂସରେ ମହମ୍ମଦ ଶାମି ଏବଂ ଜସପ୍ରୀତ ବୁମ୍ରା ତିନିଟି ୱିକେଟ୍ ଲେଖାଏଁ ନେଇଥିଲେ। ଅନ୍ୟପକ୍ଷରେ ରବିଚନ୍ଦ୍ରନ ଅଶ୍ୱିନ ଏବଂ ମହମ୍ମଦ ସିରାଜ ପ୍ରତ୍ୟେକଙ୍କୁ ଦୁଇଟି ଲେଖାଏଁ ସଫଳତା ମିଳିଛି।

ଏହି ବିଜୟ ସହିତ ଭାରତ ତିନି ମ୍ୟାଚ୍ ବିଶିଷ୍ଟ ସିରିଜରେ ୧-୦ ରେ ଅଗ୍ରଣୀ ହାସଲ କରିଛି। ୩୦୫ ରନ୍ ପଛରେ ପକାଇ ଦକ୍ଷିଣ ଆଫ୍ରିକାର ଦଳ ପଞ୍ଚମ ଦିନରେ ୧୯୧ ରନରେ ସୀମିତ ରହିଥିଲା। ଦଳ ପାଇଁ ଦ୍ୱିତୀୟ ଇନିଂସରେ କ୍ୟାପଟେନ ଡିନ୍ ଏଲଗାର ସର୍ବାଧିକ ୭୭ ରନ୍ ସଂଗ୍ରହ କରିଥିଲେ। ଏଥିସହିତ ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା, ମହମ୍ମଦ ଶାମି ଏବଂ ମହମ୍ମଦ ସିରାଜ ଭଲ ବୋଲିଂ କରିଥିଲେ।

ଦକ୍ଷିଣ ଆଫ୍ରିକା ଭାରତ ସେଞ୍ଚୁରିଅନ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 3, 2026

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପଶ୍ଚିମ ଏସିଆ ଉପରେ ଗଠିତ ମନ୍ତ୍ରୀଗୋଷ୍ଠୀର ଦ୍ୱିତୀୟ ବୈଠକ

April 3, 2026

ଏପ୍ରିଲ ତିନି ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଲୋକ ପାଇବେ ଖୁସି ଖବର

April 3, 2026

ବିଶ୍ୱର ସର୍ବବୃହତ କ୍ଷମତା ବିକାଶ କାର୍ଯ୍ୟକ୍ରମ ଆୟୋଜନ କଲା ଭାରତ

April 2, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 3, 2026

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପଶ୍ଚିମ ଏସିଆ ଉପରେ ଗଠିତ ମନ୍ତ୍ରୀଗୋଷ୍ଠୀର ଦ୍ୱିତୀୟ ବୈଠକ

April 3, 2026

ଏପ୍ରିଲ ତିନି ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଲୋକ ପାଇବେ ଖୁସି ଖବର

April 3, 2026

ବିଶ୍ୱର ସର୍ବବୃହତ କ୍ଷମତା ବିକାଶ କାର୍ଯ୍ୟକ୍ରମ ଆୟୋଜନ କଲା ଭାରତ

April 2, 2026

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.