Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ପଞ୍ଚାୟତ ସ୍ତରିୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ଆଞ୍ଚଳିକ

ଚିଲିକାରେ ପଞ୍ଚାୟତ ସ୍ତରିୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ

February 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅଠରବାଟିଆ ପଞ୍ଚାୟତ ଅନ୍ତର୍ଗତ ଚନ୍ଦ୍ରାପୁଟ ଗ୍ରାମରେ ଦୀର୍ଘ ଚାରିଦିନ ବ୍ୟାପି ଚାଲିଥିବା ପଞ୍ଚାୟତ ସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଶନିବାର ଦିନ ଉଦଯାପିତ ହୋଇଯାଇଛି। ଉକ୍ତ ଟୁର୍ଣ୍ଣାମେଣ୍ଟରେ ଅଠରବାଟିଆ ପଞ୍ଚାୟତର ୮ ଗୋଟି ଟିମ୍ ଭାଗ ନେଇଥିବା ବେଳେ ପରିଶେଷରେ ବ୍ଲାକ ଟାଇଗର ଟିମ୍ ୧-୦ ଗୋଲ୍ ରେ ବିଜୟ ଲାଭ କରିଛି।

ସମସ୍ତ ମ୍ୟାଚ୍ ଗୁଡିକ ନକଆଉଟ୍ ହୋଇଥିବାରୁ ପରସ୍ପର ଟିମ ମଧ୍ୟରେ ଅତ୍ୟନ୍ତ ସଂଘର୍ଷମୟ ଏବଂ ରୋମାଞ୍ଚକର ପରିବେଶ ସୃଷ୍ଟି ହୋଇଥିଲା। ତେବେ ଅନ୍ତିମ ପର୍ଯ୍ୟାୟରେ ବ୍ଲାକଟାଇଗର ଏବଂ କେଦାରନାଥ ଟିମ୍ ପରସ୍ପର ସହ ଫାଇନାଲ୍ ମ୍ୟାଚରେ ସାମ୍ନା ସାମ୍ନି ହୋଇଥିଲେ।

ଉକ୍ତ ମ୍ୟାଚରେ ବ୍ଲାକଟାଇଗର ଟିମ୍ ର ଅଧିନାୟକ ପିତବାସ ଜାଲି ଲଢୁଆ ଖେଳ ପ୍ରଦର୍ଶନ କରି ପ୍ରତିପକ୍ଷ ଦଳ ଉପରେ ଏକ ଚିତାକର୍ଷକ ଗୋଲ ଦେଇ ଟିମକୁ ବିଜୟ ଲାଭ କରାଇଥିଲେ।

ଅନୁଷ୍ଠିତ ମ୍ୟାଚରେ ରାଜ୍ୟସ୍ତରିୟ କ୍ରୀଡ଼ାବିତ ହେମନ୍ତ ବେହେରା ଖେଳ ପରିଚାଳନା କରିଥିବାବେଳେ ଶାଳିଆ ପ୍ରେସ କ୍ଳବ ସଭାପତି ଅଜିତ କୁମାର ସାହୁ ମୂଖ୍ୟଅତିଥି ଭାବେ ଯୋଗ ଦେଇ ବିଜୟୀଟିମ୍ ଏବଂ ରନର୍ସଅପ୍ ଟିମ୍ କୁ ଟ୍ରଫି ପ୍ରଦାନ କରିବା ସହ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ପିତବାସ ଜାଲି ଏବଂ ପ୍ଲେୟାର ଅଫ୍ ଦ ସିରିଜ୍ ସଞ୍ଜୟ କୁମାର ଜାଲିଙ୍କୁ ଟ୍ରଫି ପ୍ରଦାନ କରିଥିଲେ।

ଅଠରବାଟିଆ ପଞ୍ଚାୟତ ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026
Latest News

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.