Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲିଠୁ ୫ମ ନରେନ୍ଦ୍ର ଜେନା ମେମୋରିଆଲ ଫୁଟବଲ ଟେନିସ୍ 
ଆଞ୍ଚଳିକ

ଆସନ୍ତାକାଲିଠୁ ୫ମ ନରେନ୍ଦ୍ର ଜେନା ମେମୋରିଆଲ ଫୁଟବଲ ଟେନିସ୍ 

February 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସିଟିକ୍ଲବ ନୟାପଲ୍ଲୀ ଏବଂ ରାଜ୍ୟ ଫୁଟବଲ ଟେନିସ୍ ସଂଘ ମିଳିତ ଆନୁକୂଲ୍ୟରେ ୫ମ ନରେନ୍ଦ୍ର ଜେନା ମେମୋରିଆଲ ଫୁଟବଲ ଟେନିସ୍ ଅନ୍ତଃଜିଲ୍ଲା ପ୍ରତିଯୋଗିତା ଚଳିତମାସ ୨୬ ଓ ୨୭ ଦୁଇଦିନ ଧରି ନୂଆପଲ୍ଲୀସ୍ଥିତ ମମତାଜ ଅଲ୍ଲୀ ହାଇସ୍କୁଲ୍ ଖେଳପଡ଼ିଆଠାରେ ଅନୁଷ୍ଠିତ ହେବ। ଏଥିରେ ଭୁବନେଶ୍ୱର ବ୍ୟତୀତ ଖୋର୍ଦ୍ଧା, ପୁରୀ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ଫୁଲବାଣୀ, କଟକ, ଭଦ୍ରକ, ବ୍ରହ୍ମପୁର ସମେତ ମୋଟ ୧୦ଟି ଜିଲ୍ଲା ଅଂଶଗ୍ରହଣ କରିବେ।

ଏହି ପ୍ରତିଯୋଗିତାରୁ ଖେଳାଳିମାନେ ମନୋନୀତ ହୋଇ କେରଳର କୋଜିକୋଡ଼ିଠାରେ ଅନୁଷ୍ଠିତ ହେବାକୁ ଥିବା ୯ମ ଜାତୀୟ ପ୍ରତିଯୋଗିତାରେ ରାଜ୍ୟରୁ ପ୍ରତିନିଧିତ୍ୱ କରିବେ। ଏହି ପ୍ରତିଯୋଗିତାକୁ ସୁଚାରୁ ରୂୂପେ ପରିଚାଳନା କରିବା ପାଇଁ ଏକ କମିଟି ଗଠନ କରାଯାଅଛି। ଚେୟାରମ୍ୟାନ ଭାବେ ଡଃ ସୌର୍ଯ୍ୟରଞ୍ଜନ ପରିଜା, ସଭାପତି ସମରେନ୍ଦ୍ର ଜେନା, ସମ୍ପାଦକ ପ୍ରଦୀପ କୁମାର ରାଉତରାୟ, ସହଦେବ ରାଉତ, ଯୋଗେନ୍ଦ୍ର ଜେନା, ପ୍ରସନ୍ନ ରାଉତ, ଅରୁଣ ସାହୁ, ଜୟଶ୍ରୀ ଧଳ, ପଦ୍ମଜା ପ୍ରିୟଦର୍ଶିନୀ ଜେନା, ତ୍ରିନାଥ ମଙ୍ଗରାଜ, ଭଗ୍ୟଧର ଜଗଦେବ ଥିବାବେଳେ ରେଫରୀ ଭାବେ ଆନ୍ତର୍ଜାତୀୟ ରେଫରୀ ସୁଜିତ ପାତ୍ର, ପଞ୍ଚାନନ ବଳ, ରଶ୍ମିତା ମହାନ୍ତି, ମୁନ୍ନା ଖାଁ, ସେଖ ଆସିଫ ପ୍ରମୁଖ ପରିଚାଳନା କରିବେ।

ଏଥିରେ ରାଜ୍ୟର ଆନ୍ତର୍ଜାତୀୟ କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କରାଯିବ। ୨୭ ତାରିଖ ସନ୍ଧ୍ୟା ୪ ଘଟିକା ସମୟରେ ଉଦ୍‌ଯାପନ ଏବଂ ପୁରସ୍କାର ବିତରଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ନରେନ୍ଦ୍ର ଜେନା
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

PSL 2026 ରୁ ବିଦେଶୀ ଖେଳାଳି ଓହରିବା ସତ୍ତ୍ୱେ BCB ନେଲା ବଡ ନିଷ୍ପତ୍ତି

March 24, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.