Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲିଠୁ ୫ମ ନରେନ୍ଦ୍ର ଜେନା ମେମୋରିଆଲ ଫୁଟବଲ ଟେନିସ୍ 
ଆଞ୍ଚଳିକ

ଆସନ୍ତାକାଲିଠୁ ୫ମ ନରେନ୍ଦ୍ର ଜେନା ମେମୋରିଆଲ ଫୁଟବଲ ଟେନିସ୍ 

February 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସିଟିକ୍ଲବ ନୟାପଲ୍ଲୀ ଏବଂ ରାଜ୍ୟ ଫୁଟବଲ ଟେନିସ୍ ସଂଘ ମିଳିତ ଆନୁକୂଲ୍ୟରେ ୫ମ ନରେନ୍ଦ୍ର ଜେନା ମେମୋରିଆଲ ଫୁଟବଲ ଟେନିସ୍ ଅନ୍ତଃଜିଲ୍ଲା ପ୍ରତିଯୋଗିତା ଚଳିତମାସ ୨୬ ଓ ୨୭ ଦୁଇଦିନ ଧରି ନୂଆପଲ୍ଲୀସ୍ଥିତ ମମତାଜ ଅଲ୍ଲୀ ହାଇସ୍କୁଲ୍ ଖେଳପଡ଼ିଆଠାରେ ଅନୁଷ୍ଠିତ ହେବ। ଏଥିରେ ଭୁବନେଶ୍ୱର ବ୍ୟତୀତ ଖୋର୍ଦ୍ଧା, ପୁରୀ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ଫୁଲବାଣୀ, କଟକ, ଭଦ୍ରକ, ବ୍ରହ୍ମପୁର ସମେତ ମୋଟ ୧୦ଟି ଜିଲ୍ଲା ଅଂଶଗ୍ରହଣ କରିବେ।

ଏହି ପ୍ରତିଯୋଗିତାରୁ ଖେଳାଳିମାନେ ମନୋନୀତ ହୋଇ କେରଳର କୋଜିକୋଡ଼ିଠାରେ ଅନୁଷ୍ଠିତ ହେବାକୁ ଥିବା ୯ମ ଜାତୀୟ ପ୍ରତିଯୋଗିତାରେ ରାଜ୍ୟରୁ ପ୍ରତିନିଧିତ୍ୱ କରିବେ। ଏହି ପ୍ରତିଯୋଗିତାକୁ ସୁଚାରୁ ରୂୂପେ ପରିଚାଳନା କରିବା ପାଇଁ ଏକ କମିଟି ଗଠନ କରାଯାଅଛି। ଚେୟାରମ୍ୟାନ ଭାବେ ଡଃ ସୌର୍ଯ୍ୟରଞ୍ଜନ ପରିଜା, ସଭାପତି ସମରେନ୍ଦ୍ର ଜେନା, ସମ୍ପାଦକ ପ୍ରଦୀପ କୁମାର ରାଉତରାୟ, ସହଦେବ ରାଉତ, ଯୋଗେନ୍ଦ୍ର ଜେନା, ପ୍ରସନ୍ନ ରାଉତ, ଅରୁଣ ସାହୁ, ଜୟଶ୍ରୀ ଧଳ, ପଦ୍ମଜା ପ୍ରିୟଦର୍ଶିନୀ ଜେନା, ତ୍ରିନାଥ ମଙ୍ଗରାଜ, ଭଗ୍ୟଧର ଜଗଦେବ ଥିବାବେଳେ ରେଫରୀ ଭାବେ ଆନ୍ତର୍ଜାତୀୟ ରେଫରୀ ସୁଜିତ ପାତ୍ର, ପଞ୍ଚାନନ ବଳ, ରଶ୍ମିତା ମହାନ୍ତି, ମୁନ୍ନା ଖାଁ, ସେଖ ଆସିଫ ପ୍ରମୁଖ ପରିଚାଳନା କରିବେ।

ଏଥିରେ ରାଜ୍ୟର ଆନ୍ତର୍ଜାତୀୟ କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କରାଯିବ। ୨୭ ତାରିଖ ସନ୍ଧ୍ୟା ୪ ଘଟିକା ସମୟରେ ଉଦ୍‌ଯାପନ ଏବଂ ପୁରସ୍କାର ବିତରଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ନରେନ୍ଦ୍ର ଜେନା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୩୦ ଆୟୋଜନ ନିଲାମରେ ଭାଗ ନେବ ଭାରତ, କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

August 27, 2025

ଏସିଆ କପ ପୂର୍ବରୁ ଭାରତୀୟ ଦଳକୁ ଚେତାଇ ଦେଲେ ହରିସ୍ ରୌଫ୍!: ମ୍ୟାଚ୍ ପୂର୍ବରୁ ଦେଲେ ବଡ଼ ବୟାନ

August 26, 2025

ରାଜ୍ୟଗୋଷ୍ଠୀ ଭାରୋତ୍ତଳନ ପ୍ରତିଯୋଗୀତା: ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଲେ ଓଡିଶା ଝିଅ

August 26, 2025

ବାଲୁଗାଁ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ତାଲିମ କାର୍ଯ୍ୟକ୍ରମ

August 26, 2025
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୩୦ ଆୟୋଜନ ନିଲାମରେ ଭାଗ ନେବ ଭାରତ, କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

August 27, 2025

ପିଏମ ସ୍ୱନିଧି ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧି ସମୟ ବଢ଼ାଇବାକୁ କ୍ୟାବିନେଟ ମଞ୍ଜୁରି

August 27, 2025

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ନୂଆ ରେକର୍ଡ, ୧୪୮ ଦିନରେ ୧୦୦ ନିୟୁତ ଟନ୍ ଅପସାରଣ

August 27, 2025

ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 27, 2025

ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି: ଚାଷୀ ଭାଇ ଭଉଣୀଙ୍କୁ ଦେଲେ ସି ଏମ୍ କିଷାନ ସହାୟତା ରାଶି

August 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.