Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇପିଏଲ ୨୦୨୨ ରେ କରୋନାର ଛାୟା, ଦିଲ୍ଲୀ-ପଞ୍ଜାବ ମ୍ୟାଚ୍ ଉପରେ ସଙ୍କଟ
ଆଜିର ଖବର

ଆଇପିଏଲ ୨୦୨୨ ରେ କରୋନାର ଛାୟା, ଦିଲ୍ଲୀ-ପଞ୍ଜାବ ମ୍ୟାଚ୍ ଉପରେ ସଙ୍କଟ

April 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇପିଏଲ
୨୦୨୬ ଆଇପିଏଲ ରୁ ବାଦ ପଡିଲେ ୭ ଖେଳାଳି: ଜାଣନ୍ତୁ କିଏ?

ମୁମ୍ବାଇ: ଇଣ୍ଡିଆନ୍ ପ୍ରିମିୟର ଲିଗର ୧୫ ତମ ସଂସ୍କରଣରେ ସଙ୍କଟ ଦେଖାଦେଇଛି। ଆଇପିଏଲରେ କରୋନା ପ୍ରବେଶ କରିଛି। ରିପୋର୍ଟ ଅନୁଯାୟୀ, ଦିଲ୍ଲୀ କ୍ୟାପିଟାଲର ଅଲରାଉଣ୍ଡର ମିଚେଲ ମାର୍ଶଙ୍କ ଦ୍ୱିତୀୟ ଆରଟି-ପିସିଆର ରିପୋର୍ଟ ପଜିଟିଭ ଆସିଛି। ଖୁବ୍ ଶୀଘ୍ର ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯିବ। ଅନ୍ୟପକ୍ଷରେ ମଙ୍ଗଳବାର ଦିନ ସମସ୍ତ ଖେଳାଳିଙ୍କ କରୋନା ପରୀକ୍ଷା ହେବ।

ଦିଲ୍ଲୀ କ୍ୟାପିଟାଲ୍ସର ଦଳ ସୋମବାର ପୁଣେ ଅଭିମୁଖେ ଯାତ୍ରା କରିବେ। ଏପ୍ରିଲ ୨୦ ତାରିଖ ବୁଧବାର ଦିନ ତାଙ୍କୁ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଏକ ମ୍ୟାଚ୍ ଖେଳିବାକୁ ପଡିବ। ରିପୋର୍ଟ ଅନୁଯାୟୀ, ଏହି ମ୍ୟାଚକୁ ସ୍ଥଗିତ ରଖାଯାଇପାରେ। ମାର୍ଶଙ୍କ ବ୍ୟତୀତ ଦଳର ଡାକ୍ତର ସାଲଭି, ସୋସିଆଲ ମିଡିଆ ଷ୍ଟାଫ ଏବଂ ତିନିଜଣ ହୋଟେଲ କର୍ମଚାରୀ ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି।

ଆଇପିଏଲ୍ ର ନିୟମ ଅନୁଯାୟୀ, ବାୟୋ-ବବୁଲରେ ସଂକ୍ରମିତ ହୋଇଥିବା ଖେଳାଳୀଙ୍କୁ ଅତି କମରେ ସାତ ଦିନ ପାଇଁ ଅଲଗା ରହିବାକୁ ପଡିବ। ଏଥି ସହିତ, ଦଳକୁ ଫେରିବା ପାଇଁ ତାଙ୍କର କ୍ରମାଗତ ଦୁଇଟି RT-PCR ପରୀକ୍ଷାରେ ନେଗେଟିଭ ରିପୋର୍ଟ ଆସିବାକୁ ପଡିବ।  ପ୍ରକାଶ ଯୋଗ୍ୟ ଯେ, ଦଳରେ ଖେଳାଳି ପଜିଟିଭ ହେବା ପରେ ମଧ୍ୟ ଆଇପିଏଲ୍ ବନ୍ଦ ହେବ ନାହିଁ। ଯଦି କୌଣସି ଦଳର ୧୨ ଜଣ ଖେଳାଳି ନାହାଁନ୍ତି, ତେବେ ଆଇପିଏଲ୍ ମ୍ୟାନେଜମେଣ୍ଟ ଦ୍ୱାରା ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।

ଆଇପିଏଲ ୨୦୨୨
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026
Latest News

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.