Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»BREAKING: ଥୋମାସ କପ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବ ଓଡ଼ିଶା
ଅନ୍ତରାଷ୍ଟ୍ରୀୟ

BREAKING: ଥୋମାସ କପ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବ ଓଡ଼ିଶା

June 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING: ଥୋମାସ କପ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବ ଓଡ଼ିଶା

ଭୁବନେଶ୍ୱର: 14 ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିବା ଭାରତୀୟ ପୁରୁଷ ବ୍ୟାଡମିନଟନ ଦଳକୁ ଓଡ଼ିଶା ସମ୍ବର୍ଦ୍ଧିତ କରିବ। ଏଥିଲାଗି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହେଉଛି।

ଆସନ୍ତା କାଲି ଅର୍ଥାତ ଜୁନ 8 ତାରିଖରେ ମୁଖମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନିଜେ ଉପସ୍ଥିତ ରହି ପ୍ରତ୍ୟେକ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ। ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଟନ ଖେଳାଳି ତଥା ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡ଼ମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି I

ଇଣ୍ଡୋନେସିଆ ଥୋମାସ କପ ନବୀନ ପଟ୍ଟନାୟକ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026
Latest News

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.