Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଂଲଣ୍ଡ ବିପକ୍ଷ ପଞ୍ଚମଟେଷ୍ଟରେ ଖେଳିବେନି ରୋହିତ ଶର୍ମା, ଏହି ଖେଳାଳି ଟିମ ଇଣ୍ଡିଆର ନେବେ ନେତୃତ୍ଵ
ଆଜିର ଖବର

ଇଂଲଣ୍ଡ ବିପକ୍ଷ ପଞ୍ଚମଟେଷ୍ଟରେ ଖେଳିବେନି ରୋହିତ ଶର୍ମା, ଏହି ଖେଳାଳି ଟିମ ଇଣ୍ଡିଆର ନେବେ ନେତୃତ୍ଵ

June 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟ ପୂର୍ବରୁ ଟିମ୍ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ସୂଚନାନୁସାରେ, କରୋନାରେ ସଂକ୍ରମିତ ହୋଇଥିବା ରୋହିତ ଶର୍ମା ପଞ୍ଚମ ଟେଷ୍ଟରେ ଖେଳିବେ ନାହିଁ। ତାଙ୍କ ସ୍ଥାନରେ ଦ୍ରୁତ ବୋଲର ଜସପ୍ରୀତ ବୁମ୍ରାଙ୍କୁ ଅଧିନାୟକତ୍ୱ ଦିଆଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ରୋହିତ ଶର୍ମା କୋଭିଡ ପଜିଟିଭ୍ ଏବଂ ବର୍ତ୍ତମାନ ସଙ୍ଗରୋଧରେ ଅଛନ୍ତି। ଟିମ୍ ଇଣ୍ଡିଆ ଆଜି ଏଡବାଷ୍ଟନ୍ ଠାରେ ଅଭ୍ୟାସ ଆରମ୍ଭ କରିଥିଲା, କିନ୍ତୁ ଅଧିନାୟକ ରୋହିତ ଏଥିରେ ଅଂଶଗ୍ରହଣ କରିନଥିଲେ। କରୋନା ହେତୁ ୨୦୨୧ ମସିହାରେ ଏହି ଟେଷ୍ଟକୁ ବାତିଲ କରାଯାଇଥିଲା। ସମ୍ପ୍ରତି ଟିମ୍ ଇଣ୍ଡିଆ ଏହି ସିରିଜରେ ୨-୧ରେ ଆଗୁଆ ରହିଛି।

ଉଭୟ ଦଳର ସମ୍ଭାବ୍ୟ ଖେଳାଳି ଏକାଦଶ:

ଭାରତ: ଶୁଭମାନ ଗିଲ, ମୟଙ୍କ ଅଗ୍ରୱାଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, ହନୁମା ବିହାରୀ, ଋଷଭ ପନ୍ତ, ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର, ମହମ୍ମଦ ଶାମି, ଜସପ୍ରୀତ ବୁମରା ଏବଂ ମହମ୍ମଦ ସିରାଜ।

ଇଂଲଣ୍ଡ: ଆଲେକ୍ସ ଲି, ଜ୍ୟାକ୍ କ୍ରାଉଲି, ଓଲି ପୋପ୍, ଜୋ ରୁଟ୍, ଜନି ବେୟାରଷ୍ଟୋ, ବେନ୍ ଷ୍ଟୋକ୍ସ (ଅଧିନାୟକ), ବେନ୍ ଫକ୍ସ / ସାମ ବିଲିଙ୍ଗସ୍ (ୱି.କି), ମ୍ୟାଟି ପୋଟସ୍ /ଜାମି ଓଭରଟନ୍, ଷ୍ଟୁଆର୍ଟ ବ୍ରଡ୍, ଜ୍ୟାକ୍ ଲିଚ୍, ଜେମ୍ସ ଆଣ୍ଡରସନ୍।

ଇଂଲଣ୍ଡ ଜସପ୍ରୀତ ବୁମ୍ରା ଟିମ ଇଣ୍ଡିଆ ପଞ୍ଚମ ଟେଷ୍ଟ ରୋହିତ ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026
Latest News

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.