Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଂଲଣ୍ଡକୁ ପରାସ୍ତ କରିବା ପରେ ବର୍ତ୍ତମାନ ୱେଷ୍ଟଇଣ୍ଡିଜ୍ କୁ ଭେଟିବ ଟିମ୍ ଇଣ୍ଡିଆ, ଜାଣନ୍ତୁ ସଂପୂର୍ଣ୍ଣ କାର୍ଯ୍ୟସୂଚୀ
ଆଜିର ଖବର

ଇଂଲଣ୍ଡକୁ ପରାସ୍ତ କରିବା ପରେ ବର୍ତ୍ତମାନ ୱେଷ୍ଟଇଣ୍ଡିଜ୍ କୁ ଭେଟିବ ଟିମ୍ ଇଣ୍ଡିଆ, ଜାଣନ୍ତୁ ସଂପୂର୍ଣ୍ଣ କାର୍ଯ୍ୟସୂଚୀ

July 18, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଟି-୨୦ ଏବଂ ଦିନିକିଆ ସିରିଜରେ ଇଂଲଣ୍ଡକୁ ପରାସ୍ତ କରିବା ପରେ ବର୍ତ୍ତମାନ ଟିମ୍ ଇଣ୍ଡିଆ ୱେଷ୍ଟଇଣ୍ଡିଜ୍ ସହିତ ମୁହାଁମୁହିଁ ହେବ। ଖୁବ୍ ଶୀଘ୍ର ଟିମ୍ ଇଣ୍ଡିଆ କାରିବିଆନ୍ ଯାତ୍ରା ପାଇଁ ଯିବ। ୱେଷ୍ଟଇଣ୍ଡିଜରେ ଭାରତୀୟ ଦଳ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଏବଂ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳିବ।

ସୂଚନା ଅନୁଯାୟୀ ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ସିରିଜରେ ଶିଖର ଧାୱନ ଟିମ୍ ଇଣ୍ଡିଆର ଅଧିନାୟକ ହେବେ। ଦିନିକିଆ ସିରିଜରେ ରୋହିତ ଶର୍ମା, ବିରାଟ କୋହଲି, ଋଷଭ ପନ୍ତ, ଜସପ୍ରୀତ ବୁମ୍ରା ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଭାରତୀୟ ଦଳର ଅଂଶ ହେବେ ନାହିଁ।

ଟି-୨୦ ସିରିଜରେ ରୋହିତ ଶର୍ମା ଭାରତୀୟ ଦଳର ନେତୃତ୍ୱ ନେବେ। ଭଲ କଥା ହେଉଛି କେଏଲ ରାହୁଲ ମଧ୍ୟ ଟି-୨୦ ସିରିଜକୁ ଫେରିବେ। ଏହା ବ୍ୟତୀତ ହାର୍ଦ୍ଦିକ ପାଣ୍ଡ୍ୟା, ଦୀନେଶ କାର୍ତ୍ତିକ, ରବିନ୍ଦ୍ର ଜାଡେଜା ମଧ୍ୟ ଟି-୨୦ ଦଳରେ ରହିବେ। ତେବେ ବିରାଟ କୋହଲି ଉଭୟ ଟି-୨୦ ଏବଂ ଦିନିକିଆ ସିରିଜରେ ନଜର ଆସିବେ ନାହିଁ।

ଦିନିକିଆ ସିରିଜ୍ କାର୍ଯ୍ୟସୂଚୀ:

ପ୍ରଥମ ଦିନିକିଆ- ଜୁଲାଇ ୨୨ ତାରିଖ (ତ୍ରିନିଦାଦ)

ଦ୍ୱିତୀୟ ଦିନିକିଆ- ଜୁଲାଇ ୨୪ ତାରିଖ (ତ୍ରିନିଦାଦ)

ତୃତୀୟ ଦିନିକିଆ- ଜୁଲାଇ ୨୭ ତାରିଖ (ତ୍ରିନିଦାଦ)

ଟି-୨୦ ସିରିଜ୍ କାର୍ଯ୍ୟସୂଚୀ:

ପ୍ରଥମ ଟି-୨୦- ଜୁଲାଇ ୨୯ ତାରିଖ (ତ୍ରିନିଦାଦ)

୨ୟ ଟି-୨୦- ଅଗଷ୍ଟ ୧ ତାରିଖ (ସେଣ୍ଟ କିଟ୍ସ)

ତୃତୀୟ ଟି-୨୦- ଅଗଷ୍ଟ ୨ ତାରିଖ (ସେଣ୍ଟ କିଟ୍ସ)

ଚତୁର୍ଥ ଟି-୨୦- ଅଗଷ୍ଟ ୬ ତାରିଖ (ଲାଉଡର୍ହିଲ୍, ଫ୍ଲୋରିଡା)

ପଞ୍ଚମ ଟି-୨୦- ଅଗଷ୍ଟ ୭ ତାରିଖ (ଲାଉଡର୍ହିଲ୍, ଫ୍ଲୋରିଡା)

ଦିନିକିଆ ପାଇଁ ଭାରତ ଦଳ: ଶିଖର ଧାୱନ (ଅଧିନାୟକ), ରୁତୁରାଜ ଗାଇକ୍ଵାଡ, ଶୁବମାନ ଗିଲ, ଦୀପକ ହୁଡା, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ ଆୟର, ଇଶାନ କିଶନ (ଡବ୍ଲୁ.କେ), ସଞ୍ଜୁ ସାମସନ (ଡବ୍ଲୁ.କେ), ରବିନ୍ଦ୍ର ଜାଡେଜା (ଉପ-ଅଧିନାୟକ), ଶାର୍ଦ୍ଦୁଳ ଠାକୁର ଚହଲ, ଅକ୍ସର ପଟେଲ, ଆବେଶ ଖାନ, ପ୍ରସିଦ୍ଧ କୃଷ୍ଣ, ମହମ୍ମଦ ସିରାଜ ଏବଂ ଅର୍ଶଦୀପ ସିଂ।

ଟି-୨୦ ପାଇଁ ଭାରତ ଦଳ: ରୋହିତ ଶର୍ମା (ଅଧିନାୟକ), ଇଶାନ କିଶନ, କେ.ଏଲ ରାହୁଲ, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡା, ଶ୍ରେୟସ ଆୟର, ଦୀନେଶ କାର୍ତ୍ତିକ, ଋଷଭ ପନ୍ତ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଅକ୍ସର ପଟେଲ, ଆର ଅଶ୍ୱିନ, ରବି ବିଷ୍ନୋଇ, , ଭୁବନେଶ୍ୱର କୁମାର, ଆବେଶ ଖାନ, ହର୍ଷଲ ପଟେଲ ଏବଂ ଅର୍ଶଦୀପ ସିଂ।

ଇଂଲଣ୍ଡ ଟି-୨୦ ସିରିଜ୍ ଟିମ୍ ଇଣ୍ଡିଆ ରୋହିତ ଶର୍ମା ୱେଷ୍ଟଇଣ୍ଡିଜ୍
Share. Facebook Twitter LinkedIn Email WhatsApp Copy Link

Related Posts

“ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬” ଜୋନ୍ ସ୍ତରୀୟ ବକ୍ତା ପ୍ରଶିକ୍ଷଣ କର୍ମଶାଳା

March 9, 2026

ପଥପ୍ରାନ୍ତ ନାଟକ ମାଧ୍ୟମରେ ଭାରତର ନୂତନ ଅପରାଧିକ ଆଇନ ସମ୍ପର୍କରେ ସଚେତନତା

March 9, 2026

ଆଜି ମାର୍ଚ୍ଚ ୯ ତାରିଖ ସୋମବାରରେ ଏହି ରାଶି ବ୍ୟକ୍ତିମାନେ ପାଇବେ ସଫଳତା

March 9, 2026

ଇତିହାସ ରଚିଲା ଭାରତ: ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ପୁଣିଥରେ ହେଲା ବିଶ୍ଵ ବିଜେତା

March 8, 2026
Latest News

“ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬” ଜୋନ୍ ସ୍ତରୀୟ ବକ୍ତା ପ୍ରଶିକ୍ଷଣ କର୍ମଶାଳା

March 9, 2026

ପଥପ୍ରାନ୍ତ ନାଟକ ମାଧ୍ୟମରେ ଭାରତର ନୂତନ ଅପରାଧିକ ଆଇନ ସମ୍ପର୍କରେ ସଚେତନତା

March 9, 2026

ଆଜି ମାର୍ଚ୍ଚ ୯ ତାରିଖ ସୋମବାରରେ ଏହି ରାଶି ବ୍ୟକ୍ତିମାନେ ପାଇବେ ସଫଳତା

March 9, 2026

ଇତିହାସ ରଚିଲା ଭାରତ: ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ପୁଣିଥରେ ହେଲା ବିଶ୍ଵ ବିଜେତା

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ କର୍ତ୍ତବ୍ୟ ପଥରେ ଶକ୍ତି ଓ୍ବାକ୍ ଶି ଲିଡ୍ସ ଭାରତ ପଦଯାତ୍ରା

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.