Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ୱେଷ୍ଟଇଣ୍ଡିଜ୍ ବିରୋଧରେ ଟି-୨୦ ସିରିଜ୍ ପାଇଁ ତ୍ରିନିଦାଦରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ଦେଖନ୍ତୁ ଭିଡିଓ
ଅନ୍ତରାଷ୍ଟ୍ରୀୟ

ୱେଷ୍ଟଇଣ୍ଡିଜ୍ ବିରୋଧରେ ଟି-୨୦ ସିରିଜ୍ ପାଇଁ ତ୍ରିନିଦାଦରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ଦେଖନ୍ତୁ ଭିଡିଓ

July 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜ୍ ପରେ ଟି-୨୦ ସିରିଜ୍ ଖେଳାଯିବ। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଟି-୨୦ ସିରିଜ୍ ଖେଳିବ। ଏହି ସିରିଜର ପ୍ରଥମ ମ୍ୟାଚ୍ ଜୁଲାଇ ୨୯ ତାରିଖରେ ତ୍ରିନିଦାଦରେ ଖେଳାଯିବ। ଏହାପୂର୍ବରୁ ଭାରତର ଟି-୨୦ ଦଳର ଖେଳାଳିମାନେ ତ୍ରିନିଦାଦରେ ପହଞ୍ଚିଛନ୍ତି। ରୋହିତ ଶର୍ମା, ଦୀନେଶ କାର୍ତ୍ତିକ ଏବଂ ଋଷଭ ପନ୍ତଙ୍କ ସମେତ ସମସ୍ତ ଖେଳାଳି ପହଞ୍ଚିଛନ୍ତି। ବିସିସିଆଇ ଏହାର ଏକ ଭିଡିଓ ସେୟାର କରିଛି।

The T20I squad members have arrived here in Trinidad 👋

The 5-match T20I series is all set to commence on July 29.#WIvIND #TeamIndia pic.twitter.com/pZLECGOtUu

— BCCI (@BCCI) July 26, 2022

ସୂଚନାଯୋଗ୍ୟ, ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯିବାକୁ ଥିବା ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ଜୁଲାଇ ୨୯ ତାରିଖରେ ଖେଳାଯିବାକୁ ଥିବା ବେଳେ ଦ୍ୱିତୀୟ ଏବଂ ତୃତୀୟ ମ୍ୟାଚ୍ ଅଗଷ୍ଟ ୧ ତାରିଖ ଏବଂ ଅଗଷ୍ଟ ୨ ତାରିଖରେ ଖେଳାଯିବ। ଏଥି ସହିତ ଚତୁର୍ଥ ଏବଂ ପଞ୍ଚମ ମ୍ୟାଚ୍ ଅଗଷ୍ଟ ୬ ତାରିଖ ଏବଂ ଅଗଷ୍ଟ ୭ ତାରିଖରେ ଖେଳାଯିବ। ଏହାପୂର୍ବରୁ ଭାରତୀୟ ଦଳ ଶିଖର ଧାୱନଙ୍କ ଅଧିନାୟକତ୍ୱରେ ଦିନିକିଆ ସିରିଜ୍ ଖେଳୁଛି। ତିନି ମ୍ୟାଚ୍ ବିଶିଷ୍ଟ ସିରିଜରେ ଭାରତ ୨-୦ ଅଗ୍ରଣୀ ହାସଲ କରିଛି। ବର୍ତ୍ତମାନ ଏହି ସିରିଜର ଶେଷ ମ୍ୟାଚ୍ ଜୁଲାଇ ୨୭ ତାରିଖରେ ଖେଳାଯିବ।

ଟି-୨୦ ସିରିଜ୍ ଟିମ୍ ଇଣ୍ଡିଆ ତ୍ରିନିଦାଦ ୱେଷ୍ଟଇଣ୍ଡିଜ୍
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ଦିନରେ ମନୋଜ ଜରାଙ୍ଗେଙ୍କ ଆନ୍ଦୋଳନ: ସରକାରକୁ ଦେଲେ ବଡ଼ ଚେତାବନୀ

September 7, 2026

ରନୱେରୁ ଖସି ଆମାଜନ୍ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

September 7, 2026

ଟିଏମସି ସାଂସଦ ନଦୀମୁଲ ହକ୍ ଉପରେ ଇଡି ର କାର୍ଯ୍ୟାନୁଷ୍ଠାନ: ୭ଟି ସ୍ଥାନରେ ଚଢ଼ାଉ

September 7, 2026

ଏହି ତ୍ରି-ରାଷ୍ଟ୍ରୀୟ ସିରିଜରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ!: ଯୋଜନା ପ୍ରସ୍ତୁତ କଲା ICC

September 7, 2026
Latest News

ଦଶମ ଦିନରେ ମନୋଜ ଜରାଙ୍ଗେଙ୍କ ଆନ୍ଦୋଳନ: ସରକାରକୁ ଦେଲେ ବଡ଼ ଚେତାବନୀ

September 7, 2026

ରନୱେରୁ ଖସି ଆମାଜନ୍ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

September 7, 2026

ଟିଏମସି ସାଂସଦ ନଦୀମୁଲ ହକ୍ ଉପରେ ଇଡି ର କାର୍ଯ୍ୟାନୁଷ୍ଠାନ: ୭ଟି ସ୍ଥାନରେ ଚଢ଼ାଉ

September 7, 2026

ମାରୁତି ୱାକର୍ସ କ୍ଲବର ନୂତନ କର୍ମକର୍ତ୍ତା

September 7, 2026

ଏହି ତ୍ରି-ରାଷ୍ଟ୍ରୀୟ ସିରିଜରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ!: ଯୋଜନା ପ୍ରସ୍ତୁତ କଲା ICC

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.