Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରୀୟ ପୁରସ୍କାର ପୋର୍ଟାଲର ଶୁଭାରମ୍ଭ: ବିଭିନ୍ନ ପୁରସ୍କାର ପାଇଁ ନାମାଙ୍କନ ଆରମ୍ଭ
ଆଜିର ଖବର

ରାଷ୍ଟ୍ରୀୟ ପୁରସ୍କାର ପୋର୍ଟାଲର ଶୁଭାରମ୍ଭ: ବିଭିନ୍ନ ପୁରସ୍କାର ପାଇଁ ନାମାଙ୍କନ ଆରମ୍ଭ

July 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗ/ଏଜେନ୍ସି ଦ୍ୱାରା ପ୍ରଦାନ କରାଯାଉଥିବା ସମସ୍ତ ପୁରସ୍କାରକୁ ଗୋଟିଏ ମଞ୍ଚକୁ ଆଣି ପୁରସ୍କାର ପ୍ରଦାନରେ ପାରଦର୍ଶିତା ଓ ଜନ ଭାଗିଦାରୀ ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ଦ୍ୱାରା ଏକ ସାଧାରଣ ରାଷ୍ଟ୍ରୀୟ ପୁରସ୍କାର ପୋର୍ଟାଲ (https://awards.gov.in ) ବିକଶିତ କରାଯାଇଛି। ନାଗରିକମାନେ କିମ୍ବା ସଂଗଠନଗୁଡିକ ଏହି ପୋର୍ଟାଲ ମାଧ୍ୟମରେ ଭାରତ ସରକାରଙ୍କ ଦ୍ୱାରା ସ୍ଥାପିତ ବିଭିନ୍ନ ପୁରସ୍କାର ପାଇଁ ବ୍ୟକ୍ତି/ସଂଗଠନଙ୍କୁ ନାମାଙ୍କିତ କରିପାରିବେ।

ବର୍ତ୍ତମାନ ନିମ୍ନଲିଖିତ ପୁରସ୍କାରଗୁଡିକ ପାଇଁ ନାମାଙ୍କନ/ସୁପାରିଶ ଜାରି ରହିଛି

୧. ପଦ୍ମ ପୁରସ୍କାର- ନାମାଙ୍କନ ଦାଖଲର ଶେଷ ତାରିଖ ୧୫/୦୯/୨୦୨୨

୨. କୌଶଳାଚାର୍ଯ୍ୟ ପୁରସ୍କାର- ନାମାଙ୍କନ ଦାଖଲର ଶେଷ ତାରିଖ ୩୦/୦୭/୨୦୨୨

୩. ବରିଷ୍ଠ ନାଗରିକଙ୍କ ପାଇଁ ଜାତୀୟ ପୁରସ୍କାର- ବୟୋଶ୍ରେଷ୍ଠ ସମ୍ମାନ, ନାମାଙ୍କନ ଦାଖଲର ଶେଷ ତାରିଖ ୧୮/୦୮/୨୦୨୨

୪. ବ୍ୟକ୍ତିଗତ ଉତ୍କର୍ଷତା ପାଇଁ ଜାତୀୟ ପୁରସ୍କାର-୨୦୨୧, ନାମାଙ୍କନ ଦାଖଲର ଶେଷ ତାରିଖ ୨୮/୦୮/୨୦୨୨

୫. ବ୍ୟକ୍ତିଗତ ଉତ୍କର୍ଷତା ପାଇଁ ଜାତୀୟ ପୁରସ୍କାର – ୨୦୨୨, ନାମାଙ୍କନ ଦାଖଲର ଶେଷ ତାରିଖ ୨୮/୦୮/୨୦୨୨

୬.  ଦିବ୍ୟାଙ୍ଗ ସଶକ୍ତିକରଣ କରୁଥିବା ସଂସ୍ଥାଗୁଡିକ ପାଇଁ ଜାତୀୟ ପୁରସ୍କାର-୨୦୨୧, ଆବେଦନର ଶେଷ ତାରିଖ ୨୮/୦୮/୨୦୨୨

୭. ଦିବ୍ୟାଙ୍ଗ ସଶକ୍ତିକରଣ କରୁଥିବା ସଂସ୍ଥାଗୁଡିକ ପାଇଁ ଜାତୀୟ ପୁରସ୍କାର- ୨୦୨୨, ନାମାଙ୍କନ ଦାଖଲର ଶେଷ ତାରିଖ ୨୮/୦୮/୨୦୨୨

୮. ଜାତୀୟ ସିଏସଆର ପୁରସ୍କାର, ନାମାଙ୍କନ ଦାଖଲର ଶେଷ ତାରିଖ ୩୧/୦୭/୨୦୨୨

୯. ନାରୀ ଶକ୍ତି ପୁରସ୍କାର, ନାମାଙ୍କନ ଦାଖଲର ଶେଷ ତାରିଖ ୩୧/୧୦/୨୦୨୨

୧୦. ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର, ନାମାଙ୍କନ ଦାଖଲର ଶେଷ ତାରିଖ ୩୧/୦୮/୨୦୨୨

୧୧. ଇ-ଗଭର୍ଣ୍ଣାନ୍ସ ପାଇଁ ଜାତୀୟ ପୁରସ୍କାର, ନାମାଙ୍କନ ଦାଖଲର ଶେଷ ତାରିଖ ୩୧/୦୭/୨୦୨୨

୧୨. ସର୍ଦ୍ଦାର ପଟେଲ ଜାତୀୟ ଏକତା ପୁରସ୍କାର, ନାମାଙ୍କନ ଦାଖଲର ଶେଷ ତାରିଖ ୩୧/୦୭/୨୦୨୨

୧୩. ମଦ୍ୟପାନ ଓ ମାଦକ ଦ୍ରବ୍ୟ ସେବନ ରୋକିବାରେ ଉଲ୍ଲେଖନୀୟ ସେବା ପାଇଁ ଜାତୀୟ ପୁରସ୍କାର, ନାମାଙ୍କନ ଦାଖଲର ଶେଷ ତାରିଖ ୩୧/୦୭/୨୦୨୨

୧୪. ଜୀବନ ରକ୍ଷକ ପଦକ, ନାମାଙ୍କନ ଦାଖଲର ଶେଷ ତାରିଖ ୩୧/୦୯/୨୦୨୨

ଅଧିକ ବିବରଣୀ ଓ ନାମାଙ୍କନ ଦାଖଲ ପାଇଁ ଦୟାକରି ରାଷ୍ଟ୍ରୀୟ ପୁରସ୍କାର ପୋର୍ଟାଲ (https://awards.gov.in )ପରିଦର୍ଶନ କରନ୍ତୁ।

ନାମାଙ୍କନ ଆରମ୍ଭ ଭାରତ ସରକାର ରାଷ୍ଟ୍ରୀୟ ପୁରସ୍କାର
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.