Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ଅସ୍ତ୍ରୋପଚାର ସଫଳ, ଖେଳିପାରିବେ କି ଟି-୨୦ ବିଶ୍ୱକପ
ଆଜିର ଖବର

ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ଅସ୍ତ୍ରୋପଚାର ସଫଳ, ଖେଳିପାରିବେ କି ଟି-୨୦ ବିଶ୍ୱକପ

September 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ବାସ୍ତବରେ ଟିମ୍ ଇଣ୍ଡିଆ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ଅସ୍ତ୍ରୋପଚାର ସଫଳ ହୋଇଛି। ଏସିଆ କପ୍-୨୦୨୨ ସମୟରେ ଭାରତୀୟ ଅଲରାଉଣ୍ଡର ଆହତ ହୋଇଥିଲେ, ଯାହା ପରେ ତାଙ୍କୁ ପୁରା ଟୁର୍ଣ୍ଣାମେଣ୍ଟରୁ ବାଦ ଦେବାକୁ ପଡିଲା। ଏଥି ସହିତ ରବିନ୍ଦ୍ର ଜାଡେଜା ଆସନ୍ତା ଟି-୨୯୦ ବିଶ୍ୱକପ୍‌ରେ ଟିମ୍ ଇଣ୍ଡିଆର ଅଂଶ ହେବେ କି ନାହିଁ ଏଥିରେ ସନ୍ଦେହ ରହିଛି। ତେବେ ଅନେକ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ, ରବୀନ୍ଦ୍ର ଜାଡେଜା ଟି-୨୦ ବିଶ୍ୱକପ ୨୦୨୨ ରେ ଭାରତୀୟ ଦଳର ଅଂଶ ହେବେ ନାହିଁ।

ଟି-20 ବିଶ୍ୱକପ ରବିନ୍ଦ୍ର ଜାଡେଜା
Share. Facebook Twitter LinkedIn Email WhatsApp Copy Link

Related Posts

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Latest News

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.