Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୂର୍ବତଟ ରେଳବାଇ କ୍ରୀଡା ସଂଘ, ମଞ୍ଚେଶ୍ୱର ତରଫରୁ ବାର୍ଷିକ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦଘାଟିତ
ଆଞ୍ଚଳିକ

ପୂର୍ବତଟ ରେଳବାଇ କ୍ରୀଡା ସଂଘ, ମଞ୍ଚେଶ୍ୱର ତରଫରୁ ବାର୍ଷିକ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦଘାଟିତ

September 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ପୂର୍ବତଟ ରେଳବାଇ କ୍ରୀଡା ସଂଘ, ମଞ୍ଚେଶ୍ୱର ତରଫରୁ ସ୍ଥାନୀୟ ରେଳବାଇ ଇନଡୋର ଷ୍ଟାଡିୟମରେ ବାର୍ଷିକ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦଘାଟିତ ହୋଇଯାଇଛି। ମଞ୍ଚେଶ୍ୱର ରେଳଡବା କାରଖାନାର ମୂଖ୍ୟ କାରଖାନା ପ୍ରବନ୍ଧକ ସୁବାସ ଚନ୍ଦ୍ର କର ମହୋଦୟ ମୂଖ୍ୟ ଅତିଥି ରୂପେ ଯୋଗଦେଇ ଏହି କ୍ରୀଡାର ଶୁଭାରମ୍ଭ କରିଥିଲେ।

ଏହି ଉତ୍ସବରେ ମଞ୍ଚେଶ୍ୱର କ୍ରୀଡା ଅଧିକାରୀ ରମେଶ କାମିନୀ ସମେତ ଅନ୍ୟ ଅଧିକାରୀଗଣ, ବିଭିନ୍ନ ସଂଗଠନର ନେତୃବୃନ୍ଦ, ମଞ୍ଚେଶ୍ୱର କ୍ରୀଡା ସଚିବ କାର୍ତ୍ତିକ ଚନ୍ଦ୍ର ମଲିକ, କୋଷାଧ୍ୟକ୍ଷ ଟି. ବିଜୟ କୁମାର ଏବଂ ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ। ଏହି କ୍ରୀଡାରେ ମଞ୍ଚେଶ୍ୱର କାରଖାନାର ଅଶୀରୁ ଅଧିକ କର୍ମଚାରୀ ଏବଂ ସେମାନଙ୍କର ଉତ୍ତରାଧିକାରୀ ଭାଗ ନେଇଛନ୍ତି।

ପୂର୍ବତଟ ରେଳବାଇ ମଞ୍ଚେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

IPL ଠାରୁ PSLରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ରାଶି ଅଧିକ?: ଜାଣନ୍ତୁ କେତେ ପାର୍ଥକ୍ୟ

March 31, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Latest News

IPL ଠାରୁ PSLରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ରାଶି ଅଧିକ?: ଜାଣନ୍ତୁ କେତେ ପାର୍ଥକ୍ୟ

March 31, 2026

ବିହାର: ଶୀତଳା ମନ୍ଦିରରେ ଦଳାଚକଟା, ୮ ମୃତ

March 31, 2026

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ର ଏକ ବର୍ଷ ପୂର୍ତ୍ତି: ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.