Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରିସ୍ ଗେଲ ଏବଂ ମାର୍ଟିନ ଗୁପଟିଲଙ୍କୁ ପଛରେ ପକାଇ ଟି -୨୦ ରେ ସର୍ବାଧିକ ଛକା ମାରିଲେ ରୋହିତ ଶର୍ମା
ଆଜିର ଖବର

କ୍ରିସ୍ ଗେଲ ଏବଂ ମାର୍ଟିନ ଗୁପଟିଲଙ୍କୁ ପଛରେ ପକାଇ ଟି -୨୦ ରେ ସର୍ବାଧିକ ଛକା ମାରିଲେ ରୋହିତ ଶର୍ମା

September 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଗପୁର: ରୋହିତ ଶର୍ମାଙ୍କ ନେତୃତ୍ୱରେ ଶୁକ୍ରବାର ଦିନ ନାଗପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି -୨୦ ମ୍ୟାଚରେ ଅଷ୍ଟ୍ରେଲିଆକୁ ଟିମ୍ ଇଣ୍ଡିଆ ପରାସ୍ତ କରିଛି। ତେବେ ଭାରତୀୟ ଅଧିନାୟକ କ୍ରିକେଟ୍ ର ଛୋଟ ଫର୍ମାଟରେ ସର୍ବାଧିକ ଛକା ମାରି ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ଆଠ ଓଭରରେ ୯୧ ରନ୍‌ର ଟାର୍ଗେଟକୁ ପିଛା କରି ଚାରିଟି ଛକା ମାରିଥିବା ଭାରତୀୟ ଅଧିନାୟକ ବର୍ତ୍ତମାନ ଟି-୨୦ କ୍ରିକେଟରେ ୧୭୬ ଛକା ମାରିଛନ୍ତି।

ରୋହିତ ବର୍ତ୍ତମାନ ନ୍ୟୁଜିଲ୍ୟାଣ୍ଡର ମାର୍ଟିନ ଗୁପ୍ତିଲଙ୍କୁ ଦ୍ୱିତୀୟ ସ୍ଥାନକୁ ଠେଲି ଦେଇଛନ୍ତି। ଟି-୨୦ ରେ ହିସର୍ବାଧିକ ଛକା ତାଲିକାରେ ଗୁପ୍ତିଲ୍ (୧୭୨ ଛକା) ଦ୍ୱିତୀୟ ଏବଂ କ୍ରିସ୍ ଗେଲ୍ ୧୨୪ ଛକା ସହ ତୃତୀୟ ସ୍ଥାନରେ ଅଛନ୍ତି। ରୋହିତ ଶର୍ମାଙ୍କ ବ୍ୟତୀତ ବିରାଟ କୋହଲି ହେଉଛନ୍ତି ଏକମାତ୍ର ଭାରତୀୟ ବ୍ୟାଟ୍ସମ୍ୟାନ୍ ଯିଏ ଟି-୨୦ ମ୍ୟାଚରେ ୧୦୦ ରୁ ଅଧିକ ଛକା ମାରିଛନ୍ତି। କୋହଲିଙ୍କର ବର୍ତ୍ତମାନ ଏହି ଫର୍ମାଟରେ ୧୦୪ ଟି ଛକା ରହିଛି।

୧୩୮ ମ୍ୟାଚ୍ ଖେଳିଥିବା ରୋହିତ ଗତ ମାସରେ ଟି-୨୦ ରେ ଗୁପ୍ତିଲଙ୍କ ରନ୍ ଅତିକ୍ରମ କରିଥିଲେ। ସେ ବର୍ତ୍ତମାନ ଏକମାତ୍ର ପୁରୁଷ ଖେଳାଳି ହୋଇପାରିଛନ୍ତି ଯିଏ ୩୫୦୦ ରୁ ଅଧିକ ଟି-୨୦ ରନ୍ ସ୍କୋର କରିଛନ୍ତି।

ରୋହିତ ଶର୍ମା ସର୍ବାଧିକ ଛକା
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026
Latest News

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.