Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ଓଡିଶା କ୍ରିକେଟ ଆସୋସିଏସନର ସଭାପତି ହେଲେ ପ୍ରଣବ ପ୍ରକାଶ ଦାସ, ନିର୍ଦ୍ବନ୍ଦରେ ନିର୍ବାଚିତ
ଖେଳ

ଓଡିଶା କ୍ରିକେଟ ଆସୋସିଏସନର ସଭାପତି ହେଲେ ପ୍ରଣବ ପ୍ରକାଶ ଦାସ, ନିର୍ଦ୍ବନ୍ଦରେ ନିର୍ବାଚିତ

October 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା କ୍ରିକେଟ ଆସୋସିଏସନର ସଭାପତି ହେଲେ ପ୍ରଣବ ପ୍ରକାଶ ଦାସ, ନିର୍ଦ୍ବନ୍ଦରେ ନିର୍ବାଚିତ

ଭୁବନେଶ୍ବର: ଓଡିଶା କ୍ରିକେଟ ଆସୋସିଏସନ ବା ଓସିଏ ର ସଭାପତି ହୋଇଛନ୍ତି ବିଜେଡିର ସାଂଗଠନିକ ସଂପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ। ଆଜି ସେ ଓସିଏ ନିର୍ବାଚନରେ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି। ପ୍ରଣବ ସଭାପତି ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ହେଲେ ତାଙ୍କ ବିରୋଧରେ କେହି ପ୍ରାର୍ଥୀ ପତ୍ର ଦାଖଲ ନ କରିବାରୁ ତାଙ୍କୁ ଓସିଏ ସଭାପତି ହୋଇଛନ୍ତି।

ସେହିପରି ଉପସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି, ସାଧାରଣ ସଂପାଦକ ଭାବେ ସଂଜୟ ବେହେରା, କୋଷାଧ୍ୟକ୍ଷ ଭାବେ ବିକାଶ ପ୍ରଧାନ ନିର୍ବାଚିତ ହୋଇଛନ୍ତି। ଜଣେ ଲେଖାଏଁ ପ୍ରାର୍ଥୀ ଥିବାରୁ ସମସ୍ତେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ତେବେ ବିଧିବଧ ଭାବେ ଘୋଷଣା ବାକି ରହିଛି।

ନିର୍ବାଚିତ ହେବା ପରେ ପ୍ରଣବ ପ୍ରକାଶ ଦାସ ତାଙ୍କ ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାିଛନ୍ତି। ଏଥିସହ ସେ ସମସ୍ତ କର୍ମକର୍ତ୍ତା ଏବଂ ଓସିଏ ମେମ୍ବରକୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି । କ୍ରୀଡ଼ାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଏହି ଦାୟିତ୍ୱ ଦେଇଛନ୍ତି ।

ସେହିପରି ସେ କହିଛନ୍ତି ଯେ, ଓସିଏ ସଭାପତି ହେବା ନେଇ କେବେ ଭାବି ନଥିଲି। ଏବେ ଏହି ଗୁରୁ ଦାୟିତ୍ବ ମିଳିଛି। ରାଜ୍ୟ ସରକାର ଅନବରତ କ୍ରୀଡାର ଉନ୍ନତି ଏବଂ ପ୍ରଗତି ପାଇଁ କାର୍ଯ୍ୟ କରୁଛନ୍ତି। ଆଗାମୀ ଦିନରେ କ୍ରିକେଟର ବିକାଶ ପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବ ବୋଲି ପ୍ରଣବ କହିଛନ୍ତି।

OCA President Pranab Prakash Das ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡି ମେଣ୍ଟରେ ଅସନ୍ତୋଷର ଝଡ଼: ଜୁନ୍ ୮ ବୈଠକରୁ ଦୂରେଇ ରହିବେ ସିପିଆଇ(ଏମ୍) ଓ ଜେଏମ୍‌ଏମ୍‌, କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026
Latest News

‘ଭାରତ ସଏଲ୍ ହେଲଥ ପଲିସି’ ଶୀର୍ଷକ କର୍ମଶାଳା ଅନୁଷ୍ଠିତ

June 7, 2026

ଆୟୁଷ୍ମାନ କାର୍ଡଧାରୀ ରୋଗୀଙ୍କ ସ୍ଵାସ୍ଥ୍ୟାବସ୍ଥା ବୁଝିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

June 7, 2026

ସ୍ଵେଚ୍ଛାସେବୀ ଦୀପକ ବିଶ୍ୱାଳଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର

June 7, 2026

୪୮୫ କିଲୋୱାଟ୍ପି ରୁଫଟପ୍ ସୌର ବିଦ୍ୟୁତ୍ ପ୍ଲାଣ୍ଟ ଉଦଘାଟନ କଲେ ରାଜ୍ୟପାଳ

June 7, 2026

ଇଣ୍ଡି ମେଣ୍ଟରେ ଅସନ୍ତୋଷର ଝଡ଼: ଜୁନ୍ ୮ ବୈଠକରୁ ଦୂରେଇ ରହିବେ ସିପିଆଇ(ଏମ୍) ଓ ଜେଏମ୍‌ଏମ୍‌, କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ

June 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.