Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଟି-୨୦ ବିଶ୍ଵକପ: ନ୍ୟୁଜିଲ୍ୟାଣ୍ଡ ଠାରୁ ପ୍ରଥମ ମ୍ୟାଚରେ ହାରିଲା ଅଷ୍ଟ୍ରେଲିଆ
ଅନ୍ତରାଷ୍ଟ୍ରୀୟ

ଟି-୨୦ ବିଶ୍ଵକପ: ନ୍ୟୁଜିଲ୍ୟାଣ୍ଡ ଠାରୁ ପ୍ରଥମ ମ୍ୟାଚରେ ହାରିଲା ଅଷ୍ଟ୍ରେଲିଆ

October 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆୟୋଜକ ଅଷ୍ଟ୍ରେଲିଆ ଆଇସିସି ଟି-୨୦ ବିଶ୍ୱକପରେ ବହୁତ ନୈରାଶ୍ୟ ଢଙ୍ଗରେ ଖେଳ ଆରମ୍ଭ କରିଛି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ କଙ୍ଗାରୁ ଦଳ ୮୯ ରନ ବ୍ୟବଧାନରେ ପରାଜୟ ବରଣ କରିଛି। ପ୍ରଥମେ ବ୍ୟାଟିଂ କରି କିୱି ଦଳ ଡିଭନ୍ କନୱେଙ୍କ ଅପରାଜିତ ୯୨ ରନର ଇନିଂସରେ ୩ ୱିକେଟ୍ ହରାଇ ୨୦୦ ରନ୍ ସଂଗ୍ରହ କରିଥିଲେ। ନ୍ୟୁଜିଲ୍ୟାଣ୍ଡର ମାରାତ୍ମକ ବୋଲିଂ ସାମ୍ନାରେ ଅଷ୍ଟ୍ରେଲିଆ ଦଳ ମାତ୍ର ୧୧୧ ରନ୍ ରେ ଅଟକିଯାଇଥିଲା।

ଅଷ୍ଟ୍ରେଲିଆ ଟି-୨୦ ବିଶ୍ଵକପ ନ୍ୟୁଜିଲ୍ୟାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026
Latest News

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026

ପଶ୍ଚିମବଙ୍ଗରେ ଟିଏମସିକୁ ଝଟକା!: ସଦ୍ୟତମ ନିର୍ବାଚନ ସର୍ଭେରେ ବିଜେପି ପାଇଁ ଭଲ ଖବର

April 3, 2026

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026

ଆଜି ‘ଗୁଡ ଫ୍ରାଇ ଡେ’: ଜାଣନ୍ତୁ ଏହାକୁ କାହିଁକି ପାଳନ କରାଯାଏ ଓ ଏହି ଦିନର ମହତ୍ତ୍ଵ?

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.