Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କଳିଙ୍ଗ ଷ୍ଟାଡିୟମରେ ହକି ମ୍ୟାଚକୁ ଉଦଘାଟନ କଲେ ନବୀନ, ଭାରତର ଦମଦାର ବିଜୟ
ଅନ୍ତରାଷ୍ଟ୍ରୀୟ

କଳିଙ୍ଗ ଷ୍ଟାଡିୟମରେ ହକି ମ୍ୟାଚକୁ ଉଦଘାଟନ କଲେ ନବୀନ, ଭାରତର ଦମଦାର ବିଜୟ

October 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ମ୍ୟାଚକୁ ଉଦଘାଟନ କଲେ ନବୀନ, ଭାରତର ଦମଦାର ବିଜୟ

ଭୁବନେଶ୍ୱର: ଆଜି କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି FIH ପ୍ରୋ ଲିଗ୍ ମ୍ୟାଚ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଉଦଘାଟନୀ ମ୍ୟାଚରେ ନ୍ୟୁଜଲ୍ୟାଣ୍ଡକୁ ହରାଇ ଭାରତର ଦମଦାର ବିଜୟ ଘଟିଛି।

ପ୍ରଥମ ମ୍ୟାଚରେ ନ୍ୟୁଜିଲାଣ୍ଡ କୁ ୪-୩ ହରାଇଲା ଭାରତ। ୩ୟ କ୍ୱାର୍ଟର ଶେଷ ସୁଦ୍ଧା ଭାରତ ୩-୨ ଗୋଲରେ ପଛୁଆ ଥିବା ଭାରତ ଶେଷ କ୍ୱାର୍ଟର ୨ଟି ଗୋଲ କରି ମ୍ୟାଚ୍ କୁ ନିଜ ସପକ୍ଷ ରେ ନେଇ ଥିଲା। ଶନିବାର ସ୍ପେନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ।

ନବୀନ ଏହି ମ୍ୟାଚକୁ ଉଦଘାଟନ କରିବା ସହିତ ସେଠାରେ ବସି ଖେଳ ମଧ୍ୟ ଦେଖିଥିଲେ। ତାଙ୍କ ସହିତ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କେ ପାଣ୍ଡିଆନ।

fih କଳିଙ୍ଗ ଷ୍ଟାଡିୟମ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.