Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସୂର୍ଯ୍ୟକୁମାର ଯାଦବଙ୍କ ଧମାଲ: ଭାଙ୍ଗିଲେ ଯୁବରାଜ ସିଂଙ୍କ ରେକର୍ଡ, ଦେଖନ୍ତୁ ଭାଇରାଲ ଭିଡିଓ
ଅନ୍ତରାଷ୍ଟ୍ରୀୟ

ସୂର୍ଯ୍ୟକୁମାର ଯାଦବଙ୍କ ଧମାଲ: ଭାଙ୍ଗିଲେ ଯୁବରାଜ ସିଂଙ୍କ ରେକର୍ଡ, ଦେଖନ୍ତୁ ଭାଇରାଲ ଭିଡିଓ

November 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦ୍ୱିତୀୟ ଟି-୨୦ ରେ ସୂର୍ଯ୍ୟକୁମାର ଯାଦବ ୪୯ ବଲରୁ ଧୂଆଁଧାର ଶତକୀୟ ପାଳି ଖେଳି ପ୍ରଶଂସକଙ୍କୁ ଖୁସି କରିଦେଇଛନ୍ତି। ଟି-୨୦ ଇଣ୍ଟରନ୍ୟାସନାଲରେ ଏହା ସୂର୍ଯ୍ୟଙ୍କର ଦ୍ୱିତୀୟ ଶତକ। ପ୍ରକାଶ ଯେ, ଶତକୀୟ ଇନିଂସ ବ୍ୟତୀତ ସେ ନିଜ ନାମରେ ଏକ ସ୍ୱତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ଟି-୨୦ ରେ ସର୍ବାଧିକ ଛକା ତାଲିକାରେ ଯୁବରାଜ ସିଂଙ୍କୁ ପଛରେ ପକାଇ ଦେଇଛନ୍ତି। ଯୁବରାଜ ତାଙ୍କ ଟି-୨୦ ଆନ୍ତର୍ଜାତୀୟ କ୍ୟାରିୟରରେ ୭୪ ଛକା ମାରିଥିଲେ। କିନ୍ତୁ ବର୍ତ୍ତମାନ ସୂର୍ଯ୍ୟକୁମାର ୭୯ ଟି ଛକା ମାରି ଏହି ରକର୍ଡ କରିଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଏହି ସମୟରେ ରୋହିତ ଶର୍ମାଙ୍କ ନାମରେ ଟି-୨୦ ଆନ୍ତର୍ଜାତୀୟରେ ସର୍ବାଧିକ ଛକା ମାରିବାର ରେକର୍ଡ ରହିଛି। ରୋହିତ ଏପର୍ଯ୍ୟନ୍ତ ଟି-୨୦ ଆନ୍ତର୍ଜାତୀୟରେ ମୋଟ ୧୮୨ ଛକା ମାରିଛନ୍ତି।

https://twitter.com/Aru_Ro45/status/1594524651463790592

ସୂର୍ଯ୍ୟ ତାଙ୍କ ଇନିଂସରେ ୧୧ ଟି ଚୌକା ଓ ୭ ଟି ଛକା ମାରିଥିଲେ। ୨୧୭ ଷ୍ଟ୍ରାଇକ୍ ରେଟ୍ ରେ ସୂର୍ଯ୍ୟ ପଡିଆରେ ବିସ୍ଫୋରଣ କରିଥିଲେ।

ଦ୍ୱିତୀୟ ଟି-୨୦ ଭାଇରାଲ ଭିଡିଓ ଯୁବରାଜ ସିଂ ସୂର୍ଯ୍ୟକୁମାର ଯାଦବ
Share. Facebook Twitter LinkedIn Email WhatsApp Copy Link

Related Posts

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026
Latest News

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026

ଆଜି ଅକ୍ଟୋବର ୧୫ ତାରିଖରେ ଏହି ତିନୋଟି ରାଶିର ବ୍ୟକ୍ତି ହେବେ ଭାଗ୍ୟଶାଳୀ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.