Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଫିଫା ବିଶ୍ୱକପ୍: ବୃଥା ଗଲା ମେସିଙ୍କ ଗୋଲ, ଆର୍ଜେଣ୍ଟିନାକୁ ପରାସ୍ତ କଲା ସାଉଦି ଆରବ
ଅନ୍ତରାଷ୍ଟ୍ରୀୟ

ଫିଫା ବିଶ୍ୱକପ୍: ବୃଥା ଗଲା ମେସିଙ୍କ ଗୋଲ, ଆର୍ଜେଣ୍ଟିନାକୁ ପରାସ୍ତ କଲା ସାଉଦି ଆରବ

November 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସାଉଦି ଆରବ ବିପକ୍ଷ ମ୍ୟାଚରେ ଲିଓନେଲ ମେସି ଏକ ବଡ଼ ରେକର୍ଡ କରିଛନ୍ତି। ବାସ୍ତବରେ ଆର୍ଜେଣ୍ଟିନାର ଲିଓନେଲ ମେସି ୪ ଟି ଭିନ୍ନ ଭିନ୍ନ ବିଶ୍ୱକପ୍‌ରେ ସ୍କୋର କରିଥିବା ପ୍ରଥମ ଫୁଟବଲର୍ ହୋଇଛନ୍ତି। ଏହି କିମ୍ବଦନ୍ତୀ ଫୁଟବଲର୍ ଫିଫା ବିଶ୍ୱକପ୍ ୨୦୦୬, ଫିଫା ବିଶ୍ୱକପ୍ ୨୦୧୪, ଫିଫା ବିଶ୍ୱକପ୍ ୨୦୧୮ ଏବଂ ଫିଫା ବିଶ୍ୱକପ୍ ୨୦୨୨ ରେ ଗୋଲ୍ ସ୍କୋର କରିଛନ୍ତି। ତେବେ ଏହି ମ୍ୟାଚ୍‌ରେ ଟାଇଟଲ ପାଇଁ ଏକ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ଭାବେ ବିବେଚନା କରାଯାଉଥିବା ଆର୍ଜେଣ୍ଟିନାକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି।

ଫିଫା ବିଶ୍ୱକପ-୨୦୨୨ ର ତୃତୀୟ ଦିନରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ସାଉଦି ଆରବ ଆର୍ଜେଣ୍ଟିନାକୁ ୨-୧ରେ ପରାସ୍ତ କରିଛି। ଲିଓନେଲ ମେସିଙ୍କ ଗୋଲ ସତ୍ତ୍ୱେ ଆର୍ଜେଣ୍ଟିନା ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହି ପରି ଭାବରେ ଆର୍ଜେଣ୍ଟିନାର ଶେଷ ୩୬ ଟି ମ୍ୟାଚରେ ଜିତିବାର ରେକର୍ଡ ଭାଙ୍ଗିଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ଦୁଇ ଲୁଟେରା ଗିରଫ

February 28, 2026

ରାଜ୍ୟସଭା ନିର୍ବାଚନ ପାଇଁ ସିପିଆଇ (ଏମ୍) ର ବଡ ନିଷ୍ପତ୍ତି: ବିଜେପି ବିରୋଧରେ ଆସିବାକୁ ଦେଲା ଆହ୍ଵାନ

February 28, 2026

ପୂର୍ବତଟ ରେଳପଥ ରେଳ ସଦନରେ ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ମକ୍ ଡ୍ରିଲ୍

February 28, 2026

SIR ପରେ ପଶ୍ଚିମବଙ୍ଗରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲେ ୬୦ ଲକ୍ଷରୁ ଅଧିକ ଭୋଟର

February 28, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ବାଲୁଗାଁ: ଦୁଇ ଲୁଟେରା ଗିରଫ

February 28, 2026

ରାଜ୍ୟସଭା ନିର୍ବାଚନ ପାଇଁ ସିପିଆଇ (ଏମ୍) ର ବଡ ନିଷ୍ପତ୍ତି: ବିଜେପି ବିରୋଧରେ ଆସିବାକୁ ଦେଲା ଆହ୍ଵାନ

February 28, 2026

ପୂର୍ବତଟ ରେଳପଥ ରେଳ ସଦନରେ ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ମକ୍ ଡ୍ରିଲ୍

February 28, 2026

ରାଜସ୍ଥାନରେ ଏଚପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.