Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ବକପ ହକି ପ୍ରତିଯୋଗୀତା ଦେଖିବା ପାଇଁ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ବିଶ୍ବକପ ହକି ପ୍ରତିଯୋଗୀତା ଦେଖିବା ପାଇଁ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

November 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଶ୍ବକପ ହକି ପ୍ରତିଯୋଗୀତା ଦେଖିବା ପାଇଁ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ-Video News

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ବକପ ହକି ପ୍ରତିଯୋଗୀତା ଦେଖିବା ପାଇଁ ଆଜି ଟିକେଟ କିଣିଛନ୍ତି। ଆଜି ନବୀନ ନିବାସରେ ହକି ଇଣ୍ଡିଆର ସଭାପତି ଦିଲ୍ଲୀପ ତିର୍କୀ ତାଙ୍କୁ ଏକ ଟିକେଟ ପ୍ରଦାନ କରିଛନ୍ତି। ଏହି ଟିକେଟ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ଟିକେଟ ମୂଲ୍ୟ ମଧ୍ୟ ଦିଲ୍ଲୀପଙ୍କୁ ପ୍ରଦାନ କରିଛନ୍ତି।

ଆସନ୍ତା ବର୍ଷ ଜାନୁୟାରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ହକି ବିଶ୍ବକପ୍‌ ଭୁବନେଶ୍ବର ଓ ରାଉରକେଲାଠାରେ ଅନୁଷ୍ଠିତ ହେବ। ଏଥିରେ ବିଶ୍ବର ୧୬ଟି ଦଳ ଅଂଶଗ୍ରହଣ କରିବେ। ଭୁବନେଶ୍ବରରେ ୨୪ଟି ଓ ରାଉରକେଲାରେ ୨୦ଟି ମ୍ୟାଚ ଖେଳାଯିବ। ଏ ନେଇ ଉଭୟ ରାଉରକେଲା ଏବଂ ଭୁବନେଶ୍ବର ଷ୍ଟାଣ୍ଡିୟମକୁ ଚକାଚକ କରାଯାଉଛି।

Hockey India World Cup Hockey ବିଶ୍ବକପ ହକି ହକି ଇଣ୍ଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.