Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କାଲିଠୁ ଭାରତ-ବାଂଲାଦେଶ ଦିନିକିଆ ସିରିଜ୍: କେତେବେଳେ ମ୍ୟାଚ୍ ଏବଂ କେଉଁଥିରେ ଦେଖିବେ ଲାଇଭ୍
ଅନ୍ତରାଷ୍ଟ୍ରୀୟ

କାଲିଠୁ ଭାରତ-ବାଂଲାଦେଶ ଦିନିକିଆ ସିରିଜ୍: କେତେବେଳେ ମ୍ୟାଚ୍ ଏବଂ କେଉଁଥିରେ ଦେଖିବେ ଲାଇଭ୍

December 3, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳ ବାଂଲାଦେଶ ଗସ୍ତରେ ୩ ଟି ଦିନିକିଆ ଏବଂ ୨ ଟି ଟେଷ୍ଟ ମ୍ୟାଚ୍ ଖେଳିବ। ପ୍ରଥମ ଦିନିକିଆ ଆସନ୍ତାକାଲି ଖେଳାଯିବ, ଦ୍ୱିତୀୟ ଦିନିକିଆ ଡିସେମ୍ବର ୭ ତାରିଖ ଏବଂ ତୃତୀୟ ଦିନିକିଆ ଡିସେମ୍ବର ୧୦ ତାରିଖରେ ଖେଳାଯିବ। ଏହା ବ୍ୟତୀତ ଟେଷ୍ଟ ମ୍ୟାଚ୍ ଡିସେମ୍ବର ୧୪ ତାରିଖରୁ ଆରମ୍ଭ ହେବ। ଯାହା ଡିସେମ୍ବର ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ପରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଡିସେମ୍ବର ୨୨ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ।

କେଉଁ ଚ୍ୟାନେଲରେ ଲାଇଭ୍ ଟେଲିକାଷ୍ଟ ହେବ?:

ଭାରତ ଏବଂ ବାଂଲାଦେଶ ମଧ୍ୟରେ ସିରିଜର ସିଧା ପ୍ରସାରଣ ସୋନି ସ୍ପୋର୍ଟସ ନେଟୱାର୍କରେ ହେବ।

କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ ହେବ:

ଭାରତର ପ୍ରଶଂସକମାନେ ସୋନି ଲାଇଭ ଆପରେ ଭାରତ-ବାଂଲାଦେଶ ମ୍ୟାଚ୍ ର ଲାଇଭ୍ ଷ୍ଟ୍ରିମିଂ ଦେଖିପାରିବେ।

ଦିନିକିଆ ମ୍ୟାଚ୍ କେଉଁ ସମୟରେ ଆରମ୍ଭ ହେବ?:

ଭାରତୀୟ ସମୟ ଅନୁଯାୟୀ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦିନିକିଆ ସିରିଜର ମ୍ୟାଚ୍ ସକାଳ ୧୧.୩୦ ରେ ଆରମ୍ଭ ହେବ। ଏହା ବ୍ୟତୀତ ଟେଷ୍ଟ ସିରିଜର ମ୍ୟାଚ୍ ସକାଳ ୯ ଟାରୁ ଆରମ୍ଭ ହେବ।

ଦିନିକିଆ ସିରିଜ୍ ପାଇଁ ବାଂଲାଦେଶ ଦଳ: ଲିଟନ୍ ଦାସ (ଅଧିନାୟକ), ଅନମୁଲ ହକ ବିଜୋୟ, ଶାକିବ ଅଲ ହାସନ, ମୁଶଫିକୁର ରହୀମ, ଆଫିଫ ହୋସେନ, ୟାସିର ଅଲି, ମେହିଦି ହାସନ ମିରାଜ, ମୁସ୍ତାଫିଜୁର ରହମାନ, ତସ୍କିନ୍ ଅହମ୍ମଦ, ହସନ ମହମୁଦ, ଇବାଦତ ହୁସେନ୍, ନସୁମ୍ ଅହମ୍ମଦ, ମହମୁଦୁଲ୍ଲାହ, ନଜମୁଲ ହୁସେନ୍ ଶଣ୍ଟୋ, କାଜି, ନୁରୁଲ ହାସନ ସୋହନ।

ଭାରତ: ରୋହିତ ଶର୍ମା (ଅଧିନାୟକ), କେ.ଏଲ୍ ରାହୁଲ (ଉପ-ଅଧିନାୟକ), ଶିଖର ଧାୱନ, ବିରାଟ କୋହଲି, ରଜତ ପାଟିଦାର, ଶ୍ରେୟସ୍ ଆୟର, ରାହୁଲ ତ୍ରିପାଠୀ, ଋଷଭ ପନ୍ତ (ୱିକେଟ୍ କିପର), ଇଶାନ କିଶନ (ୱିକେଟ୍ କିପର), ଶାହବାଜ ଅହମ୍ମଦ, ଅକ୍ସର ପଟେଲ, ୱାଶିଂଟନ୍ ସୁନ୍ଦର, ଶାର୍ଦ୍ଦୁଲ ଠାକୁର, ମହମ୍ମଦ ଶାମି, ମହମ୍ମଦ ସିରାଜ, ଦୀପକ ଚହର, କୁଲଦୀପ ସେନ୍।

ଭାରତର ଟେଷ୍ଟ ଦଳ:

ରୋହିତ ଶର୍ମା (ଅଧିନାୟକ), କେ.ଏଲ୍ ରାହୁଲ, ଶୁବମାନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, ଶ୍ରେୟସ୍ ଆୟର, ଋଷଭ ପନ୍ତ (ୱିକେଟ୍ କିପର), କେ.ଏସ୍ ଭରତ (ୱିକେଟ୍ କିପର), ରବିଚନ୍ଦ୍ରନ୍ ଅଶ୍ୱିନ୍, ଅକ୍ସର ପଟେଲ, କୁଲଦୀପ ଯାଦବ, ଶାର୍ଦ୍ଦୁଲ ଠାକୁର, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମେଶ ଯାଦବ, ରବୀନ୍ଦ୍ର ଜାଡେଜା।

ଦିନିକିଆ ସିରିଜ୍ ଭାରତ-ବାଂଲାଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026
Latest News

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.