Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାନୁଆରୀରେ ଦିନିକିଆ ଏବଂ ଟି-୨୦ ସିରିଜ୍ ଖେଳିବାକୁ ଭାରତ ଆସିବ ନ୍ୟୁଜିଲ୍ୟାଣ୍ଡ, ଦେଖନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ
ଆଜିର ଖବର

ଜାନୁଆରୀରେ ଦିନିକିଆ ଏବଂ ଟି-୨୦ ସିରିଜ୍ ଖେଳିବାକୁ ଭାରତ ଆସିବ ନ୍ୟୁଜିଲ୍ୟାଣ୍ଡ, ଦେଖନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

December 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଜାନୁଆରୀ ମାସରେ ନ୍ୟୁଜିଲ୍ୟାଣ୍ଡ କ୍ରିକେଟ୍ ଦଳ ଭାରତ ଗସ୍ତ କରିବ। ଏହି ଭ୍ରମଣରେ ନ୍ୟୁଜିଲ୍ୟାଣ୍ଡ ଦଳ ଭାରତୀୟ ଦଳ ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଏବଂ ସମାନ ସଂଖ୍ୟକ ମ୍ୟାଚ୍ ର ଟି -୨୦ ସିରିଜ୍ ଖେଳିବ। ନ୍ୟୁଜିଲ୍ୟାଣ୍ଡର ଏହି ଯାତ୍ରା ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ନ୍ୟୁଜିଲ୍ୟାଣ୍ଡ ଦଳର ଏହି ଯାତ୍ରା ଜାନୁଆରୀ ୧୮ ତାରିଖରୁ ଆରମ୍ଭ ହେବ। ଏଥି ସହିତ, ଏହି ଭ୍ରମଣର ଶେଷ ମ୍ୟାଚ୍ ଫେବୃଆରୀ ୧ ତାରିଖରେ ଖେଳାଯିବ।

ନ୍ୟୁଜିଲ୍ୟାଣ୍ଡ ବନାମ ଇଣ୍ଡିଆ ସିରିଜ୍ କାର୍ଯ୍ୟସୂଚୀ:

ପ୍ରଥମ ଦିନିକିଆ- ଜାନୁଆରୀ ୧୮ ତାରିଖ, ହାଇଦ୍ରାବାଦ

ଦ୍ୱିତୀୟ ଦିନିକିଆ- ଜାନୁଆରୀ ୨୧ ତାରିଖ, ରାୟପୁର।

ତୃତୀୟ ଦିନିକିଆ- ଜାନୁଆରୀ ୨୪ ତାରିଖ, ଇନ୍ଦୋର।

ପ୍ରଥମ ଟି-୨୦- ଜାନୁଆରୀ ୨୭ ତାରିଖ, ରାଞ୍ଚି।

ଦ୍ୱିତୀୟ ଟି-୨୦- ଜାନୁଆରୀ ୨୯ ତାରିଖ, ଲକ୍ଷ୍ନୌ।

ତୃତୀୟ ଟି-୨୦- ଫେବୃଆରୀ ୧ ତାରିଖ, ଅହମ୍ମଦାବାଦ।

ଟି-୨୦ ସିରିଜ୍ ଦିନିକିଆ ସିରିଜ୍ ନ୍ୟୁଜିଲ୍ୟାଣ୍ଡ ଭାରତ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ସାୱନ ପକ୍ଷରୁ ‘ମ୍ୟୁଜିକ୍ ପ୍ରୋଫାଇଲ୍‌’ ଶୁଭାରମ୍ଭ

June 25, 2026

୩ଟି ଫର୍ମାଟରେ ନମ୍ବର-୧ ଅଲରାଉଣ୍ଡର କିଏ?: ଦେଖନ୍ତୁ ICC ରାଙ୍କିଙ୍ଗ

June 25, 2026

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଉଠାଇଲେ ସମସ୍ତ ଏଲପିଜି କଟକଣା

June 25, 2026

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026
Latest News

ଜିଓ ସାୱନ ପକ୍ଷରୁ ‘ମ୍ୟୁଜିକ୍ ପ୍ରୋଫାଇଲ୍‌’ ଶୁଭାରମ୍ଭ

June 25, 2026

୩ଟି ଫର୍ମାଟରେ ନମ୍ବର-୧ ଅଲରାଉଣ୍ଡର କିଏ?: ଦେଖନ୍ତୁ ICC ରାଙ୍କିଙ୍ଗ

June 25, 2026

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଉଠାଇଲେ ସମସ୍ତ ଏଲପିଜି କଟକଣା

June 25, 2026

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026

ଭାରତ ପାଇଁ ଖୁସି ଖବର: ହରମୁଜ୍ ପ୍ରଣାଳୀ ପାର ହେଲା ୩୦ଟି ଜାହାଜ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.