Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପ୍ରଥମ ଟେଷ୍ଟରେ ବାଂଲାଦେଶକୁ ୧୮୮ ରନ୍ ରେ ପରାସ୍ତ କଲା ଭାରତ: ସିରିଜ ୧-୦ ରେ ଅଗ୍ରଣୀ
ଅନ୍ତରାଷ୍ଟ୍ରୀୟ

ପ୍ରଥମ ଟେଷ୍ଟରେ ବାଂଲାଦେଶକୁ ୧୮୮ ରନ୍ ରେ ପରାସ୍ତ କଲା ଭାରତ: ସିରିଜ ୧-୦ ରେ ଅଗ୍ରଣୀ

December 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଥମ ଟେଷ୍ଟରେ ଭାରତ ବାଂଲାଦେଶକୁ ୧୮୮ ରନରେ ପରାସ୍ତ କରି ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି। ବାଂଲାଦେଶର ଦ୍ୱିତୀୟ ଇନିଂସ ୩୨୪ ରନ୍ ରେ ସମାପ୍ତ ହୋଇଥିଲା। ଭାରତ ପାଇଁ ଅକ୍ସର ପଟେଲ ୪ ଟି ୱିକେଟ୍ ନେଇଥିବାବେଳେ କୁଲଦୀପ ଯାଦବ ୩ ଟି ୱିକେଟ୍, ସିରାଜ, ଅଶ୍ୱିନ ଏବଂ ଉମେଶ ଯାଦବଙ୍କୁ ୧-୧ ୱିକେଟ୍ ମିଳିଛି।

ଏହା ପୂର୍ବରୁ ବାଂଲାଦେଶକୁ ଭାରତ ୫୧୩ ରନ୍‌ର ଟାର୍ଗେଟ ଦେଇଥିଲା। ଦ୍ୱିତୀୟ ଇନିଂସରେ ବାଂଲାଦେଶ ପାଇଁ ଜାକିର ହସନ ସର୍ବାଧିକ ରନ୍ ସଂଗ୍ରହ କରିଥିଲେ। ହସନ ୧୦୦ ରନର ଇନିଂସ ଖେଳିଥିବା ବେଳେ କ୍ୟାପଟେନ ଶାକିବ ୮୪ ରନ୍ ସ୍କୋର କରିବା ପରେ ଆଉଟ୍ ହୋଇଥିଲେ। ଏହା ବ୍ୟତୀତ ଶାନ୍ତୋ ୬୭ ରନ୍ ର ଏକ ଇନିଂସ ଖେଳିଥିଲେ।

ପ୍ରଥମ ଟେଷ୍ଟ ବାଂଲାଦେଶ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ବିବାଦ: ଆଜି ୧୨ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

September 30, 2026

ଓଡ଼ିଶାରେ ଆଇଟି ସମ୍ପ୍ରସାରଣ: ୧୨ଟି ଜିଲ୍ଲାରେ ଖୋଲିବ ଆଇଟି ପାର୍କ, ଭୁବନେଶ୍ୱରରେ ହେବ ୫୦,୦୦୦ କୋଟିର ମେଗା ପ୍ରକଳ୍ପ

September 30, 2026

୬ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ପ୍ରଥମ ୩ ଦିନ ମାଗଣା ଦର୍ଶନ

September 30, 2026

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026
Latest News

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ବିବାଦ: ଆଜି ୧୨ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

September 30, 2026

ଓଡ଼ିଶାରେ ଆଇଟି ସମ୍ପ୍ରସାରଣ: ୧୨ଟି ଜିଲ୍ଲାରେ ଖୋଲିବ ଆଇଟି ପାର୍କ, ଭୁବନେଶ୍ୱରରେ ହେବ ୫୦,୦୦୦ କୋଟିର ମେଗା ପ୍ରକଳ୍ପ

September 30, 2026

ବଦଳୁଥିବା ପାଗରେ କାଶ-ଥଣ୍ଡାରୁ ମୁକ୍ତି: ଆପଣାନ୍ତୁ ଏହି ୬ଟି ସହଜ ଓ ପ୍ରଭାବଶାଳୀ ଘରୋଇ ଉପଚାର

September 30, 2026

୬ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ପ୍ରଥମ ୩ ଦିନ ମାଗଣା ଦର୍ଶନ

September 30, 2026

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.