Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ସେଣ୍ଟ ଜାଭିଅର ହାଇସ୍କୁଲ ପରିସରରେ ଜିଲ୍ଲାସ୍ତରୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ଆଞ୍ଚଳିକ

ବାଣପୁର ସେଣ୍ଟ ଜାଭିଅର ହାଇସ୍କୁଲ ପରିସରରେ ଜିଲ୍ଲାସ୍ତରୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

December 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ସେଣ୍ଟ ଜାଭିଅର ହାଇସ୍କୁଲ ପରିସରରେ ଦୁଇ ଦିବସୀୟ ତୃତୀୟ ରାତ୍ରିକାଳିନ ଜିଲ୍ଲାସ୍ତରୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ସେଣ୍ଟ ଜାଭିଅର ହାଇସ୍କୁଲ ଏବଂ ଅଲେଖ ମହାନ୍ତି ମେମୋରିଆଲ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟର ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଗୋଦାବରୀଶ ମହାବିଦ୍ୟାଳୟର ଅବସରପ୍ରାପ୍ତ କ୍ରୀଡା ପ୍ରଶିକ୍ଷକ ବୈରାଗୀ ଚରଣ ବଳ ଯୋଗଦେଇଥିଲେ।

ଉକ୍ତ ଟୁର୍ଣ୍ଣାମେଣ୍ଟରେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୨୨ ଗୋଟି ଟିମ ଭାଗ ନେଇଛନ୍ତି।  ଆଜି ପ୍ରଥମ ଦିନରେ ଲିଗ ମ୍ୟାଚ ଜାରି ରହିଥିବା ବେଳେ ଆସନ୍ତାକାଲି ଏହା ଉଦଯାପିତ ହେବ। ଉକ୍ତ କାର୍ଯ୍ୟକ୍ରମକୁ ସେଣ୍ଟ ଜାଭିଅର ହାଇସ୍କୁଲ ନିର୍ଦ୍ଦେଶକ ଡ଼ା ଶକ୍ତି ପ୍ରସାଦ ମହାନ୍ତି ପରିଚାଳନା କରିଥିବା ବେଳେ ସ୍କୁଲ ଏକାଡେମୀକ ଇନଚାର୍ଜ ସତ୍ୟନାରାୟଣ ପ୍ରଧାନ ଏବଂ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।

ବାଣପୁର ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ସେଣ୍ଟ ଜାଭିଅର ହାଇସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଦିଲ୍ଲୀ ବିପକ୍ଷରେ କାହିଁକି ସବୁଜ ଜର୍ସି ପିନ୍ଧିଲା ବେଙ୍ଗାଲୁରୁ ଦଳ?: ଜାଣନ୍ତୁ କାରଣ

April 18, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026
Latest News

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026

ପିକଅପ ଭ୍ୟାନ – ବାଇକ ମୁହାଁମୁହିଁ ଧକ୍କା – ଜଣେ ମୃତ

April 23, 2026

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.