Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମକୁ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମକୁ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

January 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Birsha Munda Hockey
ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମକୁ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ରାଉରକେଲା ଗସ୍ତରେ ଯାଉଛନ୍ତି। ସେ ସେଠାରେ ବହୁ ପ୍ରତୀକ୍ଷିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଉଦଘାଟନ କରିବେ। ଏହି ହେଉଛି ଏକ ବୃହତ୍ତ ହକି ଷ୍ଟାଡିୟମ। ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନ ୪ଟା ୨୦ ମିନିଟ୍‌ରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମକୁ ଉଦ୍‌ଘାଟନ କରିବେ।

ଏହି ଷ୍ଟାଡିୟମ ନିର୍ମାଣରେ ପ୍ରାୟ 12 କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ହକି ଷ୍ଟାଡିୟମ ସହିତ ସେଠାରେ ଫୁଟବଲ ଷ୍ଟାଡିୟମ, ମଲଟି କାର ପାର୍କି ବ୍ୟବସ୍ଥା, ରିଂ ରୋଡ ସୌନ୍ଦର୍ଯ୍ୟକରଣ କରାଯାଇଛି। ମୁଖ୍ୟମନ୍ତ୍ରୀ ଷ୍ଟାଡିୟମ ଉଦଘାଟନ ସହିତ ସେଠାରେ ବିଶ୍ବକପ ଗ୍ରାମ, ମୋ ବସ ସେବା, ସୁନ୍ଦରଗଡ ମେଡିକାଲ କଲେଜକୁ ମଧ୍ୟ ଉଦଘାଟନ କରିବେ।

 

ନବୀନ ପଟ୍ଟନାୟକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଗାଁରେ ପହଞ୍ଚିବେ ସରକାର, ପ୍ରତି ପଞ୍ଚାୟତରେ ଜନକଲ୍ୟାଣ ଶିବିର

June 20, 2026

ବ୍ଲକ ଅଧ୍ୟକ୍ଷାଙ୍କ ଘର ଉପରକୁ ଗୁଳିମାଡ଼

June 20, 2026

ରାଉରକେଲାରେ ଡବଲ୍ ଏନକାଉଣ୍ଟର

June 20, 2026

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ଏହି ୮ ଖେଳାଳି ନିଶ୍ଚିତ!: ଜାଣନ୍ତୁ ତାଲିକା

June 20, 2026
Latest News

ଗାଁରେ ପହଞ୍ଚିବେ ସରକାର, ପ୍ରତି ପଞ୍ଚାୟତରେ ଜନକଲ୍ୟାଣ ଶିବିର

June 20, 2026

ବ୍ଲକ ଅଧ୍ୟକ୍ଷାଙ୍କ ଘର ଉପରକୁ ଗୁଳିମାଡ଼

June 20, 2026

ରାଉରକେଲାରେ ଡବଲ୍ ଏନକାଉଣ୍ଟର

June 20, 2026

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ଏହି ୮ ଖେଳାଳି ନିଶ୍ଚିତ!: ଜାଣନ୍ତୁ ତାଲିକା

June 20, 2026

ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଶ୍ୱ ସିକିଲ ସେଲ ସଚେତନତା ଦିବସ ପାଳିତ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.