Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜରୁ ବାଦ ପଡିଲେ ସଞ୍ଜୁ ସାମସନ: ବର୍ତ୍ତମାନ ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ
ଆଜିର ଖବର

ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜରୁ ବାଦ ପଡିଲେ ସଞ୍ଜୁ ସାମସନ: ବର୍ତ୍ତମାନ ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ

January 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁଣେ: ଶ୍ରୀଲଙ୍କା ବିପକ୍ଷ ଟି-ଟ୍ୱେଣ୍ଟି ସିରିଜରୁ ଟିମ ଇଣ୍ଡିଆର ୱିକେଟ୍ କିପର ବ୍ୟାଟ୍ସମ୍ୟାନ୍ ସଞ୍ଜୁ ସାମସନ୍ ବାଦ୍ ପଡିଛନ୍ତି। ମୁମ୍ବାଇର ୱାନଖେଡେ ଷ୍ଟାଡିୟମରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ସମୟରେ ବାଉଣ୍ଡରୀ ନିକଟରେ ବଲ ଧରିବାକୁ ଚେଷ୍ଟା କରୁଥିବାବେଳେ ସାମସନ୍ ତାଙ୍କ ବାମ ଆଣ୍ଠୁରେ ଆଘାତ ପାଇଥିଲେ।

ସ୍କାନ ଏବଂ ବିଶେଷଜ୍ଞଙ୍କ ମତ ପାଇଁ ବିସିସିଆଇ ଡାକ୍ତରୀ ଦଳ ବୁଧବାର ଅପରାହ୍ନରେ ତାଙ୍କୁ ମୁମ୍ବାଇ ନେଇଥିଲେ, ଏହା ପରେ ତାଙ୍କୁ ବିଶ୍ରାମ ଏବଂ ଚିକିତ୍ସା ପାଇଁ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ସିନିୟର ଚୟନ କମିଟି ସଞ୍ଜୁ ସାମସନଙ୍କ ସ୍ଥାନରେ ଜିତେଶ ଶର୍ମାଙ୍କୁ ଦଳରେ ସାମିଲ କରିଛନ୍ତି।

ଆଜି ପୁଣେରେ ଶ୍ରୀଲଙ୍କା ବିପକ୍ଷରେ ଭାରତ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳିବ। ଏହାପୂର୍ବରୁ ପ୍ରଥମ ଟି-୨୦ ସିରିଜରେ ଟିମ୍ ଇଣ୍ଡିଆ ଶ୍ରୀଲଙ୍କା ଉପରେ ରୋମାଞ୍ଚକର ଭାବେ ୨ ରନ୍ ରେନ ବିଜୟ ପଞ୍ଜିକରଣ କରିଥିଲା।

ଭାରତୀୟ ଦଳ:

ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଇଶାନ କିଶନ (ୱିକି), ରୁତୁରାଜ ଗାଇକ୍ଵାଡ, ଶୁବମାନ ଗିଲ, ସୂର୍ଯ୍ୟକୁମାର ଯାଦବ (ଉପ-ଅଧିନାୟକ), ଦୀପକ ହୁଡା, ରାହୁଲ ତ୍ରିପାଠୀ, ଜିତେଶ ଶର୍ମା (ୱିକି), ୱାଶିଂଟନ୍ ସୁନ୍ଦର, ୟୁଜବେନ୍ଦ୍ର ଚହଲ, ଅକ୍ସର ପଟେଲ, ହର୍ଷଲ ପଟେଲ , ଉମ୍ରାନ ମଲିକ, ଶିବମ ମାଭି, ମୁକେଶ କୁମାର।

ଟି-୨୦ ସିରିଜ ପୁଣେ ଶ୍ରୀଲଙ୍କା ସଞ୍ଜୁ ସାମସନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.