Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆଜି ଖେଳ ହେବ, ଭାରତ ସ୍ପେନ ମୁକାବିଲା
ଅନ୍ତରାଷ୍ଟ୍ରୀୟ

ଆଜି ଖେଳ ହେବ, ଭାରତ ସ୍ପେନ ମୁକାବିଲା

January 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Hockey Worldcup 2023
ଆଜି ଖେଳ ହେବ, ଭାରତ ସ୍ପେନ ମୁକାବିଲା

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେଉଛି ହକି ମହାକୁମ୍ଭ। ଗତ ୧୧ତାରିଖରେ ଏହାର ଉଦଘାଟନ ସରିବା ପରେ ଆଜି ମୁଖ୍ୟ ଖେଳ ଆରମ୍ଭ ହେବ। ଆଜି ଉଭୟ କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାର ବର୍ସାମୁଣ୍ଡ ଷ୍ଟାଡିୟମରେ ଏହି ଖେଳ ଚାଲିବ।

ଆଜି ଉଭୟ ଭୁବନେଶ୍ବର ଓ ରାଉରକେଲାରେ ଦୁଇଟି ଲେଖାଏଁ ମ୍ୟାଚ ଖେଳାଯିବ। ପ୍ରଥମ ମ୍ୟାଚ ଆର୍ଜେଣ୍ଟିନା ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ। ଗ୍ରୁପ ‘ଏ’ର ଏହି ମ୍ୟାଚଟି ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ଦିନ ୧ଟା ରେ ଆରମ୍ଭ ହେବ। ଏହା ସରିବା ପରେ ଗ୍ରୁପ ମ୍ୟାଚ ଅଷ୍ଟ୍ରେଲିଆ ଓ ଫ୍ରାନ୍ସ ମଧ୍ୟରେ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ।

ସେହିପରି ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଇଂଲଣ୍ଡ ଓ ୱେଲ୍ସ ମୁହାଁ ମୁହିଁ ହେବେ। ସେହିପରି ଆଜି ସଂଧ୍ୟାରେ ଭାରତ ସ୍ପେନ ମଧ୍ୟରେ ମୁକାବିଲା ହେବ।

Hockey World Cup 2023 ହକି
Share. Facebook Twitter LinkedIn Email WhatsApp Copy Link

Related Posts

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026

ମୁନିଗୁଡାଠାରେ ‘ସମ୍ପୂର୍ଣ୍ଣତା ଅଭିଯାନ ୨.୦ ଉଦ୍ଘାଟିତ

February 6, 2026

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

February 6, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ୧୭୨ଟି ଷ୍ଟେସନ କାର୍ଯ୍ୟ ସମ୍ପୂର୍ଣ୍ଣ: ଅଶ୍ୱିନୀ ବୈଷ୍ଣବ

February 6, 2026
Latest News

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026

ମୁନିଗୁଡାଠାରେ ‘ସମ୍ପୂର୍ଣ୍ଣତା ଅଭିଯାନ ୨.୦ ଉଦ୍ଘାଟିତ

February 6, 2026

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

February 6, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ୧୭୨ଟି ଷ୍ଟେସନ କାର୍ଯ୍ୟ ସମ୍ପୂର୍ଣ୍ଣ: ଅଶ୍ୱିନୀ ବୈଷ୍ଣବ

February 6, 2026

ଭାରତ ଓ ଆମେରିକା ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତି ନେଇ ଖୁସି ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.