Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ଵକପ ହକି: ନ୍ୟୁଜିଲ୍ୟାଣ୍ଡକୁ ୪-୦ ରେ ହରାଇଲା ନେଦରଲ୍ୟାଣ୍ଡ, ମାଲେସିଆ ଠାରୁ ଚିଲି ପରାସ୍ତ
ଆଜିର ଖବର

ବିଶ୍ଵକପ ହକି: ନ୍ୟୁଜିଲ୍ୟାଣ୍ଡକୁ ୪-୦ ରେ ହରାଇଲା ନେଦରଲ୍ୟାଣ୍ଡ, ମାଲେସିଆ ଠାରୁ ଚିଲି ପରାସ୍ତ

January 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ହକି ବିଶ୍ୱକପ-୨୦୨୩ ର ଗ୍ରୁପ୍-ସି ମ୍ୟାଚ୍ ରେ ନ୍ୟୁଜିଲାଣ୍ଡ ଦଳ ସହ ନେଦରଲ୍ୟାଣ୍ଡ ମୁହାଁମୁହିଁ ହୋଇଥିଲେ। ଏହି ମ୍ୟାଚ୍‌ରେ ନେଦରଲ୍ୟାଣ୍ଡ ନ୍ୟୁଜିଲ୍ୟାଣ୍ଡକୁ ୪-୦ ରେ ପରାସ୍ତ କରିଛି। ପ୍ରଥମାର୍ଦ୍ଧରେ ନେଦରଲ୍ୟାଣ୍ଡ ପାଇଁ ବ୍ରିଙ୍କନ୍ ଥେରି ଦୁଇଟି ଗୋଲ କରିଥିଲେ। ଏଥି ସହିତ ନେଦରଲ୍ୟାଣ୍ଡ ଦଳ ଶେଷ ପର୍ଯ୍ୟନ୍ତ ଏହାର ଅଗ୍ରଣୀ ବଜାୟ ରଖିବାରେ ସଫଳ ହୋଇଥିଲା। ଏହା ବ୍ୟତୀତ ମାଲେସିଆ ଅନ୍ୟ ଏକ ମ୍ୟାଚରେ ଚିଲିକୁ ୩-୨ ରେ ପରାସ୍ତ କରିଛି। ଏହି ପରାଜୟ ପରେ ହକି ବିଶ୍ୱକପ-୨୦୨୩ ରେ ଚିଲିର ଯାତ୍ରା ଶେଷ ହୋଇଛି।

ବର୍ତ୍ତମାନ ଭୁବନେଶ୍ଵରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଫ୍ରାନ୍ସ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ସନ୍ଧ୍ୟା ୫ ଟା ରୁ ଖେଳ ଆରମ୍ଭ ହୋଇଛି। ଆଜିର ଶେଷ ମ୍ୟାଚ୍ ସନ୍ଧ୍ୟା ୭ ଟାରୁ ଅଷ୍ଟ୍ରେଲିଆ ଏବଂ ଆର୍ଜେଣ୍ଟିନା ମଧ୍ୟରେ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ।

ଚିଲି ନେଦରଲ୍ୟାଣ୍ଡ ନ୍ୟୁଜିଲ୍ୟାଣ୍ଡ ମାଲେସିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.