Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୋହିତ ଶର୍ମାଙ୍କ ଧମାକା, ସୃଷ୍ଟି କଲେ କ୍ୟାରିୟରର ସବୁଠାରୁ ଶକ୍ତିଶାଳୀ ରେକର୍ଡ
ଆଜିର ଖବର

ରୋହିତ ଶର୍ମାଙ୍କ ଧମାକା, ସୃଷ୍ଟି କଲେ କ୍ୟାରିୟରର ସବୁଠାରୁ ଶକ୍ତିଶାଳୀ ରେକର୍ଡ

March 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତର ଅଧିନାୟକ ରୋହିତ ଶର୍ମା ଏକ ସ୍ୱତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ରୋହିତ ଇନିଂସରେ ୨୧ ରନ୍ ସଂଗ୍ରହ କରିବା ମାତ୍ରେ ସେ ଅନ୍ତର୍ଜାତୀୟ କ୍ରିକେଟ୍ ରେ ୧୭ ହଜାର ରନ୍ ପୂରଣ କରିବାରେ ସକ୍ଷମ ହୋଇଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟରେ ୧୭ହଜାର ରନ୍ ସ୍କୋର କରିବାରେ ଭାରତର ସପ୍ତମ ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। ରୋହିତଙ୍କ ପୂର୍ବରୁ ସଚିନ ତେନ୍ଦୁଲକର, ବିରାଟ କୋହଲି, ରାହୁଲ ଦ୍ରାବିଡ, ସୌରଭ ଗାଙ୍ଗୁଲି, ଏମଏସ ଧୋନି ଏବଂ ବିରେନ୍ଦ୍ର ସେହୱାଗ ଅନ୍ତର୍ଜାତୀୟ କ୍ରିକେଟରେ ଏଭଳି ପ୍ରଦର୍ଶନ କରିବାରେ ସଫଳ ହୋଇଛନ୍ତି।

ପ୍ରକାଶ ଯେ, ସଚିନ ତେନ୍ଦୁଲକର ଭାରତ ପାଇଁ ସର୍ବାଧିକ ଆନ୍ତର୍ଜାତୀୟ ରନ୍ କରିଛନ୍ତି। ତେନ୍ଦୁଲକର ମଧ୍ୟ ବିଶ୍ୱ କ୍ରିକେଟ୍ ର ସର୍ବାଧିକ ରନ୍ ସ୍କୋରର। ମହାନ ସଚିନ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ୩୪,୩୫୭ ରନ୍ ସ୍କୋର କରିବାର ରେକର୍ଡ ରଖିଛନ୍ତି। ଏଥି ସହିତ, ଏହି ମାମଲାରେ ଶ୍ରୀଲଙ୍କାର ଭେଟେରାନ ବ୍ୟାଟ୍ସମ୍ୟାନ୍ କୁମାର ସାଙ୍ଗାକାରା ଦ୍ୱିତୀୟ ସ୍ଥାନରେ ଅଛନ୍ତି, ଯିଏ ତାଙ୍କ କ୍ୟାରିୟରରେ ୨୮,୦୧୬ ରନ୍ ସଂଗ୍ରହ କରିଛନ୍ତି।

ଆନ୍ତର୍ଜାତୀୟ କ୍ରିକେଟ୍ ରେ ୧୭୦୦୦+ ରନ୍ କରିଥିବା ସକ୍ରିୟ ଖେଳାଳି:

– ବିରାଟ କୋହଲି – ୨୫୦୪୭
– ଜୋ ରୁଟ୍ – ୧୮୦୪୮
– ଡେଭିଡ୍ ୱାର୍ଣ୍ଣର – ୧୭୦୫୯
– ରୋହିତ ଶର୍ମା – ୧୭୦୧୧

ଏଥି ସହ ଭାରତର ଅଧିନାୟକ ରୋହିତ ଶର୍ମା ୩୫ ରନ୍ ସ୍କୋର କରିବା ପରେ ଆଉଟ୍ ହୋଇଥିଲେ। ରୋହିତଙ୍କୁ ସ୍ପିନର ମାଥ୍ୟୁ କୁହାନମ୍ୟାନଙ୍କ ଦ୍ୱାରା ରୋହିତଙ୍କୁ ପ୍ୟାଭିଲିୟନର ରାସ୍ତା ଦେଖାଯାଇଥିଲା।

ରୋହିତ ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
Latest News

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.