Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆରେ ‘ସୋଆ ସ୍ପୋର୍ଟ୍ସ ମିଟ୍ -୨୦୨୩’ ଉଦ୍‌ଘାଟିତ
ଆଜିର ଖବର

ସୋଆରେ ‘ସୋଆ ସ୍ପୋର୍ଟ୍ସ ମିଟ୍ -୨୦୨୩’ ଉଦ୍‌ଘାଟିତ

March 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
soa university
ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ଆରମ୍ଭ ହୋଇଛି ‘ସୋଆ ସ୍ପୋର୍ଟ୍ସ ମିଟ୍ -୨୦୨୩’। ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ୪ ଦିନିଆ କ୍ରୀଡା କାର୍ଯ୍ୟକ୍ରମରେ ସୋଆ ବ୍ୟତୀତ ଓଡିଶା ମୋଟ୍ ୭ ଟି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗ ଦେଇଛନ୍ତି। ଏଥିରେ ବାସ୍କେଟ୍ ବଲ୍ , ଟେନିସ୍ , ଭଲିବଲ, କ୍ରିକେଟ୍ ଓ ଇ- ସ୍ପୋର୍ଟ୍ସ ଏହି ୫ଟି ଖେଳକୁ ଉଭୟ ପୁରୁଷ ଓ ମହିଳା ବର୍ଗ ପାଇଁ ରଖାଯାଇଥିବା ବେଳେ ବିଜେତା ଟିମ୍ ପାଇଁ ପୁରସ୍କାର ରାଶିି ୩.୫ ଲକ୍ଷ ଟଙ୍କା ରଖାଯାଇଛି।

ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ବିଜୟ କୁମାର ସାହୁ ଏବଂ ସୋଆ ର ପ୍ରୋ-ଭାଇସ୍ ଚାନ୍‌ସେଲର ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ରଧାନ ଯୋଗ ଦେଇ ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ କ୍ରୀଡା ର ମହତ୍ୱ ବିଷୟରେ କହିଥିଲେ।

ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ(ଆଇଟିଇଆର)ର ଆସୋସିଏଟ୍ ପ୍ରଫେସର ତଥା ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର) ପ୍ରଫେସର ରେଣୁ ଶର୍ମା ସ୍ୱାଗତ ଭାଷଣରେ ଖେଳ ପାଇଁ ଉତମ ସ୍ୱାସ୍ଥ୍ୟ ଆବଶ୍ୟକତା ଜରୁରୀ ବୋଲି କହିଥିଲେ।

ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ନିଜ ବକ୍ତବ୍ୟରେ ଶୃଙ୍ଖଳା ଏକ ଖେଳାଳି ର ପ୍ରଥମ ଗୁଣ ବୋଲି କହିଥିବା ବେଳେ ସ୍ପୋର୍ଟ୍ସ ଅଫିସର ସୁନୀତା ବର୍ମା କ୍ରୀଡ଼ା ବିବରଣୀ ପ୍ରଦାନ କରିଥିଲେ।

ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Latest News

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.