Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ବାଙ୍ଗାଲୋର ଏବଂ ଲକ୍ଷ୍ନୌ ମଧ୍ୟରେ ଲଢେଇ, ଜାଣନ୍ତୁ ହେଡ୍ ଟୁ ହେଡ୍ ରେକର୍ଡ ଏବଂ ମ୍ୟାଚ୍ ପୂର୍ବାନୁମାନ
ଆଜିର ଖବର

ଆଜି ବାଙ୍ଗାଲୋର ଏବଂ ଲକ୍ଷ୍ନୌ ମଧ୍ୟରେ ଲଢେଇ, ଜାଣନ୍ତୁ ହେଡ୍ ଟୁ ହେଡ୍ ରେକର୍ଡ ଏବଂ ମ୍ୟାଚ୍ ପୂର୍ବାନୁମାନ

April 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ଲକ୍ଷ୍ନୌ ସୁପର ଜଏଣ୍ଟସ୍ ମଧ୍ୟରେ ଲଢେଇ ହେବ। ଏହି ଉଭୟ ଦଳ ବେଙ୍ଗାଲୁରୁର ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ ରେ ମୁହାଁମୁହିଁ ହେବେ। ଏହି ପ୍ରତିଯୋଗିତା ଏକ ସଙ୍ଘର୍ଷପୂର୍ଣ୍ଣ ପ୍ରତିଯୋଗିତା ହେବ ବୋଲି ଆଶା କରାଯାଉଛି।

ଆଇପିଏଲ୍ ୨୦୨୩ରେ ଆରସିବି ଏପର୍ଯ୍ୟନ୍ତ ଦୁଇଟି ମ୍ୟାଚ୍ ଖେଳିଛି। ଏଠାରେ ଦଳ ପ୍ରଥମରେ ଏକପାଖିଆ ବିଜୟ ଏବଂ ଦ୍ୱିତୀୟରେ ଏକପାଖିଆ ପରାଜୟର ସମ୍ମୁଖୀନ ହୋଇଛି। ଅନ୍ୟପକ୍ଷରେ, ଲକ୍ଷ୍ନୌ ସୁପର ଜଏଣ୍ଟସ୍ ଚଳିତ ସିଜନରେ ତିନୋଟି ମ୍ୟାଚ୍ ମଧ୍ୟରୁ ଦୁଇଟି ଜିତିଛି। ଏଭଳି ପରିସ୍ଥିତିରେ, ଆଜିର ମ୍ୟାଚ୍‌ରେ ଲକ୍ଷ୍ନୌ ଦଳ ବିଜୟ ଧାରା ବଜାୟ ରଖିବାକୁ ଚାହିଁବ, ସେପଟେ ବାଙ୍ଗାଲୋର ଦଳ ବିଜୟ ଟ୍ରାକକୁ ଫେରିବାକୁ ଚେଷ୍ଟା କରିବ।

ହେଡ୍ ଟୁ ହେଡ୍ ରେକର୍ଡ:

ଏପର୍ଯ୍ୟନ୍ତ କେବଳ RCB ଏବଂ LSG ମଧ୍ୟରେ ଆଇପିଏଲରେ ଦୁଇଟି ମ୍ୟାଚ୍ ଖେଳାଯାଇଛି। ଆଇପିଏଲ୍-୨୦୨୨ ରେ RCB ଏହି ଦୁଇଟି ମ୍ୟାଚ୍ ଜିତିଥିଲା। ଏହି ଦୁଇଟି ମ୍ୟାଚ୍ ପ୍ରଥମେ ବ୍ୟାଟିଂ କରୁଥିବାବେଳେ ଆରସିବି ଜିତିଥିଲା। ଲକ୍ଷ୍ନୌକୁ ଆରସିବି ଗୋଟିଏ ମ୍ୟାଚରେ ୧୮ ରନ୍ ଏବଂ ଦ୍ୱିତୀୟ ମ୍ୟାଚ୍ ରେ ୧୪ ରନ୍ ରେ ପରାସ୍ତ କରିଛି।

ଆଇପିଏଲ ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାଙ୍ଗାଲୋର ମ୍ୟାଚ୍ ପୂର୍ବାନୁମାନ ଲକ୍ଷ୍ନୌ
Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026
Latest News

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.