Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ବିଜୟ ପରେ ଦ୍ୱିତୀୟ ଟେଷ୍ଟ ପାଇଁ ତୁରନ୍ତ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ, ଜାଣନ୍ତୁ କାହାକୁ ସୁଯୋଗ
ଖେଳ

ବିଜୟ ପରେ ଦ୍ୱିତୀୟ ଟେଷ୍ଟ ପାଇଁ ତୁରନ୍ତ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ, ଜାଣନ୍ତୁ କାହାକୁ ସୁଯୋଗ

September 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚେନ୍ନାଇ ଟେଷ୍ଟରେ ଟିମ୍ ଇଣ୍ଡିଆର ବିଜୟ ପରେ କାନପୁରରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟ ପାଇଁ ବିସିସିଆଇ ଟିମ୍ ଇଣ୍ଡିଆ ଘୋଷଣା କରିଛି। ଭାରତର ବିଜୟ ପରେ ତୁରନ୍ତ ଦ୍ୱିତୀୟ ଟେଷ୍ଟ ପାଇଁ ବିସିସିଆଇ ଟିମ୍ ଇଣ୍ଡିଆ ଘୋଷଣା କରିଛି। ପ୍ରକାଶ ଯେ, ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ସେପ୍ଟେମ୍ବର ୨୭ ତାରିଖରୁ କାନପୁରରେ ଖେଳାଯିବ।

ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ପାଇଁ ଚୟନ କମିଟି ସମାନ ଦଳ ବଜାୟ ରଖିଛି। ପ୍ରଥମ ଟେଷ୍ଟ ପାଇଁ ବିସିସିଆଇ ଦଳରେ କୌଣସି ପରିବର୍ତ୍ତନ କରିନାହିଁ। ଦ୍ୱିତୀୟ ଟେଷ୍ଟ ପାଇଁ ମଧ୍ୟ ସମାନ ୧୬ ଜଣିଆ ଦଳ ଅଛି।

ବାଂଲାଦେଶ ବିପକ୍ଷରେ ଦ୍ୱିତୀୟ ଟେଷ୍ଟ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଯଶସ୍ୱୀ ଜୟସ୍ଵାଲ, ଶୁଭମାନ ଗିଲ, ବିରାଟ କୋହଲି, କେ.ଏଲ୍ ରାହୁଲ, ସରଫରାଜ ଖାନ, ଋଷଭ ପନ୍ତ (ୱିକେଟ୍ କିପର), ଧ୍ରୁଭ ଜୁରେଲ (ରିଜର୍ଭ ୱିକେଟ୍ କିପର), ରବିଚନ୍ଦ୍ରନ ଅଶ୍ୱିନ, ରବିନ୍ଦ୍ର ଜାଡେଜା, ଅକ୍ସର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଆକାଶ ଦୀପ, ଜସପ୍ରୀତ ବୁମ୍ରା ଏବଂ ୟଶ ଦୟାଲ।

India Vs Bangladesh Ravichandran Ashwin Rishabh Pant Rohit Sharma
Share. Facebook Twitter LinkedIn Email WhatsApp Copy Link

Related Posts

Swaraj Kaushal Dies: ସୁଷମା ସ୍ବରାଜଙ୍କ ସ୍ବାମୀ ସ୍ବରାଜ କୈଶଳଙ୍କ ଦେହାନ୍ତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

December 4, 2025

Reliance Industries Partnership: ରିଲାଏନ୍ସ ଓ ସରେ ମଧ୍ୟରେ ଦୁଝାମଣା, ଦି ହଣ୍ଡ୍ରେଡ୍’ରେ ମୁମ୍ବାଇ ଇଣ୍ଡିଆନ୍ସ

December 4, 2025

Odisha Rail Projects: ଓଡିଶାରେ କଣ ବଡ ରେଳ ପ୍ରକଳ୍ପ ଚାଲିଛି, ଗୃହକୁ ସୂଚନା ଦେଲେ ରେଳମନ୍ତ୍ରୀ

December 4, 2025

India Navy Day: ଆଜି ପାଳନ ହେଉଛି ନୌସେନା ଦିବସ, କେରଳରେ ବଡ ପ୍ରସ୍ତୁତି

December 4, 2025
Latest News

Konark Festival 4th Day: କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ପରିବେଷଣ ହେଲା ମଣିପୁରୀ ଓ ଓଡିଶୀ

December 5, 2025

ଡିସେମ୍ବର ୭ରେ ‘ଓସା’ ପକ୍ଷରୁ ଭୁବନେଶ୍ୱରରେ ‘ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୫

December 5, 2025

କେଉଁଦିନ କାର କିଣିଲେ ସବୁଠାରୁ ଶୁଭ ଦିନ, କେଉଁ ତିଥିରେ ଯାନବାହନ କିଣିଲେ ଭଲ ହେବ…ଜାଣନ୍ତୁ

December 5, 2025

Bakula Amabasya: ଏଥର ବଉଳ ଅମବାସ୍ୟା କେବେ, କଣ ରହିଛି ଏହାର ମହତ୍ବ

December 5, 2025

Rashifal: ଆଜି ଡିସେମ୍ବର 5 ତାରିଖ ଶୁକ୍ରବାରରେ ଏହି ତିନୋଟ ରାଶିର ଭାଗ୍ୟ ଚମକିବ

December 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.