Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ବିଜୟ ପରେ ଦ୍ୱିତୀୟ ଟେଷ୍ଟ ପାଇଁ ତୁରନ୍ତ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ, ଜାଣନ୍ତୁ କାହାକୁ ସୁଯୋଗ
ଖେଳ

ବିଜୟ ପରେ ଦ୍ୱିତୀୟ ଟେଷ୍ଟ ପାଇଁ ତୁରନ୍ତ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ, ଜାଣନ୍ତୁ କାହାକୁ ସୁଯୋଗ

September 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚେନ୍ନାଇ ଟେଷ୍ଟରେ ଟିମ୍ ଇଣ୍ଡିଆର ବିଜୟ ପରେ କାନପୁରରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟ ପାଇଁ ବିସିସିଆଇ ଟିମ୍ ଇଣ୍ଡିଆ ଘୋଷଣା କରିଛି। ଭାରତର ବିଜୟ ପରେ ତୁରନ୍ତ ଦ୍ୱିତୀୟ ଟେଷ୍ଟ ପାଇଁ ବିସିସିଆଇ ଟିମ୍ ଇଣ୍ଡିଆ ଘୋଷଣା କରିଛି। ପ୍ରକାଶ ଯେ, ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ସେପ୍ଟେମ୍ବର ୨୭ ତାରିଖରୁ କାନପୁରରେ ଖେଳାଯିବ।

ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ପାଇଁ ଚୟନ କମିଟି ସମାନ ଦଳ ବଜାୟ ରଖିଛି। ପ୍ରଥମ ଟେଷ୍ଟ ପାଇଁ ବିସିସିଆଇ ଦଳରେ କୌଣସି ପରିବର୍ତ୍ତନ କରିନାହିଁ। ଦ୍ୱିତୀୟ ଟେଷ୍ଟ ପାଇଁ ମଧ୍ୟ ସମାନ ୧୬ ଜଣିଆ ଦଳ ଅଛି।

ବାଂଲାଦେଶ ବିପକ୍ଷରେ ଦ୍ୱିତୀୟ ଟେଷ୍ଟ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଯଶସ୍ୱୀ ଜୟସ୍ଵାଲ, ଶୁଭମାନ ଗିଲ, ବିରାଟ କୋହଲି, କେ.ଏଲ୍ ରାହୁଲ, ସରଫରାଜ ଖାନ, ଋଷଭ ପନ୍ତ (ୱିକେଟ୍ କିପର), ଧ୍ରୁଭ ଜୁରେଲ (ରିଜର୍ଭ ୱିକେଟ୍ କିପର), ରବିଚନ୍ଦ୍ରନ ଅଶ୍ୱିନ, ରବିନ୍ଦ୍ର ଜାଡେଜା, ଅକ୍ସର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଆକାଶ ଦୀପ, ଜସପ୍ରୀତ ବୁମ୍ରା ଏବଂ ୟଶ ଦୟାଲ।

India Vs Bangladesh Ravichandran Ashwin Rishabh Pant Rohit Sharma
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାର ୟୁ-ଟର୍ଣ୍ଣ: ଏଥର ଇରାନରୁ ତେଲ କିଣିପାରିବ ଭାରତ

March 21, 2026

‘ଫର୍ସା ୱାଲେ ବାବା’ ଙ୍କୁ ହତ୍ୟା ଅଭିଯୋଗ: ଗୋ ଚାଲାଣ ଗାଡ଼ିକୁ କରୁଥିଲେ ପିଛା

March 21, 2026

ଆଜି ରାତିରେ ୭.୭ ଲକ୍ଷ ବ୍ୟାରେଲ ଅଶୋଧିତ ତୈଳ ନେଇ ମାଙ୍ଗାଲୋରରେ ପହଞ୍ଚିବ ଋଷୀୟ ଜାହାଜ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026
Latest News

ଆମେରିକାର ୟୁ-ଟର୍ଣ୍ଣ: ଏଥର ଇରାନରୁ ତେଲ କିଣିପାରିବ ଭାରତ

March 21, 2026

‘ଫର୍ସା ୱାଲେ ବାବା’ ଙ୍କୁ ହତ୍ୟା ଅଭିଯୋଗ: ଗୋ ଚାଲାଣ ଗାଡ଼ିକୁ କରୁଥିଲେ ପିଛା

March 21, 2026

ଆଜି ରାତିରେ ୭.୭ ଲକ୍ଷ ବ୍ୟାରେଲ ଅଶୋଧିତ ତୈଳ ନେଇ ମାଙ୍ଗାଲୋରରେ ପହଞ୍ଚିବ ଋଷୀୟ ଜାହାଜ

March 21, 2026

ଆଗାମୀ ୫ ବର୍ଷ ମଧ୍ୟରେ ରାଜ୍ୟରେ ହେବ ୧୫,୦୦୦ କିଲୋମିଟର ବିଶ୍ୱସ୍ତରୀୟ ରାସ୍ତା, ପୂର୍ତ୍ତମନ୍ତ୍ରୀ

March 21, 2026

ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟି ବୈଠକ ଅନୁଷ୍ଠିତ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.