Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ନିମନ୍ତେ ଭାରତୀୟ ଦଳ ଘୋଷଣା : କୋହଲି ଅଧିନାୟକ, ବୁମ୍‌ରାଙ୍କୁ ବିଶ୍ରାମ
ଖେଳ

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ନିମନ୍ତେ ଭାରତୀୟ ଦଳ ଘୋଷଣା : କୋହଲି ଅଧିନାୟକ, ବୁମ୍‌ରାଙ୍କୁ ବିଶ୍ରାମ

July 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ନିମନ୍ତେ ଭାରତୀୟ ଦଳ ଘୋଷଣା କରାଯାଇଛି। ଅଧିନାୟକ ବିରାଟ କୋହଲି ତିନିଟିଯାକ ଫର୍ମାଟରେ ଅଧିନାୟକ ରହିଥିବା ବେଳେ ଦିନିକିଆ ଏବଂ ଟି-୨୦ରୁ ଯଶ୍‌ପ୍ରୀତ୍‌ ବୁମ୍‌ରାଙ୍କୁ ବିଶ୍ରାମ ଦିଆଯାଇଛି। ଦିନିକିଆ ଏବଂ ଟି-୨୦ ଦଳରେ ଖଲିଲ ଅହମ୍ମଦଙ୍କୁ ସାମିଲ କରାଯାଇଛି। ଋଷଭ ପନ୍ତଙ୍କୁ ଓ୍ବିକେଟ ରକ୍ଷକ ଭାବରେ ତିନି ଫର୍ମାଟରେ ଦଳରେ ସାମିଲ କରାଯାଇଛି।

ଟେଷ୍ଟ ଦଳ : ବିରାଟ କୋହଲି (ଅଧିନାୟକ), ଆଜିଙ୍କ୍ୟ ରାହାନେ (ଉପ ଅଧିନାୟକ), ମୟଙ୍କ ଅଗ୍ରଓ୍ବାଲ, କେ ଏଲ୍‌ ରାହୁଲ୍‌, ଚେତେଶ୍ବର ପୂଜାରା, ହନୁମା ବିହାରୀ, ରୋହିତ ଶର୍ମା, ଋଷଭ ପନ୍ତ, ରିଦ୍ଧିମାନ ଶାହା, ଆର ଅଶ୍ବିନ୍‌, ରବୀନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ଇଶାନ୍ତ ଶର୍ମା, ମହମ୍ମଦ ସାମି, ଯଶପ୍ରୀତ ବୁମ୍‌ରା ଏବଂ ଉମେଶ ଯାଦବ।

ଦିନିକିଆ ଦଳ : ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା(ଉପ ଅଧିନାୟକ),ଶିଖର ଧଓ୍ବନ୍‌, କେ ଏଲ୍‌ ରାହୁଲ୍‌, ଶ୍ରେୟସ୍‌ ଆୟର, ମନୀଷ ପାଣ୍ଡେ, ଋଷଭ ପନ୍ତ, ରବୀନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ୟୁଜବେନ୍ଦ୍ର ଚହଲ, କେଦାର ଯାଦବ, ମହମ୍ମଦ ସାମି, ଭୁବନେଶ୍ବର କୁମାର, ଖଲୀଲ ଅହମ୍ମଦ, ନବଦୀପ ସାଇନି।

ଟି-୨୦ ଦଳ : ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା(ଉପ ଅଧିନାୟକ),ଶିଖର ଧଓ୍ବନ୍‌, କେ ଏଲ୍‌ ରାହୁଲ୍‌, ଶ୍ରେୟସ୍‌ ଆୟର, ମନୀଷ ପାଣ୍ଡେ, ଋଷଭ ପନ୍ତ, ରବୀନ୍ଦ୍ର ଜାଡେଜା, କୃଣାଲ ପାଣ୍ଡ୍ୟା, ଓ୍ବାଶିଂଟନ୍‌ ସୁନ୍ଦର, ରାହୁଲ ଚହର, ଭୁବନେଶ୍ବର କୁମାର, ଖଲୀଲ ଅହମ୍ମଦ, ଦୀପକ ଚହର ଏବଂ ନବଦୀପ ସାଇନି।

Share. Facebook Twitter LinkedIn Email WhatsApp Copy Link

Related Posts

IPL Auction 2026: ୩୦.୫୦ କୋଟିରେ କ୍ୟାମେରନ୍ ଗ୍ରୀନ୍ ଙ୍କୁ କିଣିଲା KKR, ହେବେ ମହଙ୍ଗା ଖେଳାଳି!

December 15, 2025

ବଢିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ, ଜାଣନ୍ତୁ କେତେ

December 15, 2025

କଂଗ୍ରେସରୁ ବହିସ୍କାର ହେବା ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ମୁଁ……

December 15, 2025

କଂଗ୍ରେସରୁ ବହିସ୍କୃତ ହେଲେ ମହମ୍ମଦ ମୋକିମ, ଚିଠି ଲେଖିବା ହେଲା କାଳ

December 15, 2025
Latest News

୨୦୨୬ ଟି-୨୦ ବିଶ୍ୱକପ୍ ଦେଖିବା ପାଇଁ ଭାରତ ଆସିବେ ମେସି!: ଟିକେଟ୍ ଉପହାର ଦେଲେ ଜୟ ଶାହ

December 15, 2025

ଖନ୍ତାପଡ଼ା ଷ୍ଟେସନର ୟାର୍ଡ ପୁନଃମଡେଲିଂ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ 

December 15, 2025

ସମ୍ ହସ୍ପିଟାଲ୍ ବ୍ରହ୍ମପୁରରେ ସଫଳତାର ସହ ସମ୍ପନ୍ନ ହେଲା ଜଟିଳ ଟ୍ୟୁମର ଅସ୍ତ୍ରୋପଚାର

December 15, 2025

IPL Auction 2026: ୩୦.୫୦ କୋଟିରେ କ୍ୟାମେରନ୍ ଗ୍ରୀନ୍ ଙ୍କୁ କିଣିଲା KKR, ହେବେ ମହଙ୍ଗା ଖେଳାଳି!

December 15, 2025

ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

December 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.