Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ବାଳିକା ଖୋ-ଖୋ ପ୍ରତିଯୋଗିତା
ଖେଳ

ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ବାଳିକା ଖୋ-ଖୋ ପ୍ରତିଯୋଗିତା

December 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ
ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ବାଳିକା ଖୋ-ଖୋ ପ୍ରତିଯୋଗିତା

ବାଣପୁର: ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ୨୮ ତାରିଖରୁ ଆରମ୍ଭ ହୋଇଥିବା ଆନ୍ତଃ ବିଦ୍ୟାଳୟ ସ୍ତରୀୟ ବାଳିକା ଖୋ-ଖୋ ଜୋନ-୫ ପ୍ରତିଯୋଗିତା ରବିବାର ଉଦଯାପିତ ହୋଇ ଯାଇଛି।

ମହାବିଦ୍ୟାଳୟ ଅଧ୍ୟକ୍ଷ ସର୍ବେଶ୍ଵର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଘାଟନୀ ଉତ୍ସବରେ ଅତିଥି ଭାବେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ନଗରପାଳ ମିଟୁ ନାୟକ ଯୋଗଦେଇ ପ୍ରତିଯୋଗିତାର ଶୁଭ ଉଦ୍ଘାଟନ କରିଥିବା ବେଳେ ଉଦଯାପନୀ ଉତ୍ସବରେ ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଅତିଥି ଭାବେ ଯୋଗ ଦେଇ ବିଜୟୀ ଦଳକୁ ଟ୍ରଫି ପ୍ରଦାନ କରିଥିଲେ।

ତିନି ଦିନ ଧରି ଚାଲିଥିବା ଜୋନ୍-୫ ର ଏହି ଖୋ-ଖୋ ପ୍ରତିଯୋଗିତା ରେ ବହୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଖୋ-ଖୋ ଦଳ ଅଂଶ ଗ୍ରହଣ କରିଥିବା ବେଳେ ରବିବାର ଅନୁଷ୍ଠିତ ଫାଇନାଲ ମ୍ଯାଚ ବାଣପୁର ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଧ୍ଯରେ ହୋଇଥିଲା। ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ହାରି ରନରସ୍ ଅପ୍ ହୋଇଥିବା ବେଳେ ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖୋ-ଖୋ ଟିମ ବିଜୟଲାଭ କରି ଜୋନ-୫ ର ଚମ୍ପିୟାନ ବିବେଚିତ ହୋଇଛି।

ବିଦ୍ୟାଳୟର କ୍ରୀଡା ଶିକ୍ଷକ ବିଭୁଧେନ୍ଦୁ ମାନସିଂହ, କମ୍ପ୍ୟୁଟର ପ୍ରଶିକ୍ଷକ ଶିବ ଶଙ୍କର ପଣ୍ଡାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ପ୍ରତିଯୋଗିତାରେ ମ୍ଯାଚ୍ ଅଫିସିଆଲ ଭାବେ ସୁନୀଲ ପଟ୍ଟନାୟକ, କଳ୍ପଶ୍ରୀ ପ୍ରଧାନଙ୍କ ସମେତ ବିଭିନ୍ନ ବିଦ୍ୟାଳୟ କ୍ରୀଡା ଶିକ୍ଷକ ମ୍ଯାଚ ପରିଚାଳନା କରିଥିଲେ। ବରିଷ୍ଠ ଅଧ୍ୟାପକ ପ୍ରଶାନ୍ତ କୁମାର ଦାସ, ଅଧ୍ୟାପିକା ସୁଚିତ୍ରା ଦାସ, ରବିନ୍ଦ୍ର କୁମାର ମାର୍ଥାଙ୍କ ସମେତ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ଟୁର୍ଣ୍ଣାମେଣ୍ଟର ପରିଚାଳନାରେ ସହଯୋଗ କରିଥିଲେ।

banpur ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଣପୁର ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୩ ବିଶ୍ୱକପ୍ ପରେ ସଂପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ରୋହିତ ଶର୍ମା: ବହୁତ ବଡ଼ ନିଷ୍ପତ୍ତି ନେବାକୁ କରୁଥିଲେ ବିଚାର

December 22, 2025

ଧର୍ମଶାଳା ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ବୃଦ୍ଧି ହେବ କ୍ଷମତା, ଜାରି ରହିଛି କାର୍ଯ୍ୟ

December 22, 2025

ତୃତୀୟ ଆଶେସ୍ ଟେଷ୍ଟ ପରେ ବହୁତ ବଦଳିଲା WTC ପଏଣ୍ଟ ଟେବୁଲ: ବିପଦପୂର୍ଣ୍ଣ ସ୍ଥିତିରେ ଟିମ୍ ଇଣ୍ଡିଆ

December 21, 2025

ଏସିଆ କପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ: ପାକିସ୍ତାନ ହେଲା ନୂଆ ଚମ୍ପିୟାନ

December 21, 2025
Latest News

ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

December 22, 2025

୨୦୨୩ ବିଶ୍ୱକପ୍ ପରେ ସଂପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ରୋହିତ ଶର୍ମା: ବହୁତ ବଡ଼ ନିଷ୍ପତ୍ତି ନେବାକୁ କରୁଥିଲେ ବିଚାର

December 22, 2025

ଓଡିଶାର ଚିଟଫଣ୍ଡ ଜମାକାରୀଙ୍କୁ ମିଳିବ ଟଙ୍କା, ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କେମିତି କରିବେ ଆବେଦନ

December 22, 2025

ଟ୍ରମ୍ପଙ୍କୁ ଝଟକା!: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେଲା ମୁକ୍ତ ବାଣିଜ୍ୟ ଚୁକ୍ତିନାମା

December 22, 2025

ସୁନାର ମୂଲ୍ୟ କମିଲା ନା ବଢିଲା?: ଜାଣନ୍ତୁ ଆଜିର ଦର

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.