Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଡିସେମ୍ବର ୪ରେ ରିଙ୍କୁ ସିଂହ ଓ ସାଂସଦ ପ୍ରିୟା ସରୋଜଙ୍କ ବିବାହ
ଜାତୀୟ ଖବର

ଡିସେମ୍ବର ୪ରେ ରିଙ୍କୁ ସିଂହ ଓ ସାଂସଦ ପ୍ରିୟା ସରୋଜଙ୍କ ବିବାହ

September 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡିସେମ୍ବର ୪ରେ ରିଙ୍କୁ ସିଂହ ଓ ସାଂସଦ ପ୍ରିୟା ସରୋଜଙ୍କ ବିବାହ
ଡିସେମ୍ବର ୪ରେ ରିଙ୍କୁ ସିଂହ ଓ ସାଂସଦ ପ୍ରିୟା ସରୋଜଙ୍କ ବିବାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ତାରକା ଖେଳାଳି ରିଙ୍କୁ ସିଂହ ଏବଂ ସମାଜବାଦୀ ପାର୍ଟିର ଯୁବ ସାଂସଦ ପ୍ରିୟା ସରୋଜଙ୍କ ବିବାହ ତାରିଖ ଚୂଡ଼ାନ୍ତ ହୋଇଛି। ଆସନ୍ତା ଡିସେମ୍ବର ୪ ତାରିଖରେ ଲକ୍ଷ୍ନୌସ୍ଥିତ ‘ରମାଡା’ ହୋଟେଲ୍‌ରେ ଦୁହେଁ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ବିବାହ ତାରିଖ ଧାର୍ଯ୍ୟ ହେବା ପରେ ଏବେ ଉଭୟ ପରିବାର ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହି ହାଇପ୍ରୋଫାଇଲ୍ ବିବାହ ଉତ୍ସବରେ ପରିବାର ବର୍ଗ, ଆତ୍ମୀୟ ସ୍ବଜନଙ୍କ ସମେତ ଅନେକ ବିଶିଷ୍ଟ ଅତିଥି ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଉଲ୍ଲେଖଯୋଗ୍ୟ ଯେ, ରିଙ୍କୁ ସିଂହ ଭାରତୀୟ କ୍ରିକେଟ୍ ଟିମ୍‌ର ଜଣେ ଜଣାଶୁଣା ଖେଳାଳି ହୋଇଥିବା ବେଳେ ପ୍ରିୟା ସରୋଜ ଉତ୍ତର ପ୍ରଦେଶର ମଝଲୀସହର ଆସନରୁ ସମାଜବାଦୀ ପାର୍ଟିର ସାଂସଦ ଅଛନ୍ତି। ପୂର୍ବରୁ ୨୦୨୫ ଜୁନ୍ ୮ ତାରିଖରେ ଲକ୍ଷ୍ନୌର ‘ଦ ସେଣ୍ଟ୍ରମ୍‌’ ହୋଟେଲ୍‌ରେ ଉଭୟଙ୍କ ମୁଦି ପିନ୍ଧା (ରିଙ୍ଗ୍ ସେରେମନି) ଉତ୍ସବ ଅନୁଷ୍ଠିତ ହୋଇଥିଲା।

ପ୍ରିୟା ସରୋଜ ରିଙ୍କୁ ସିଂହ ଲକ୍ଷ୍ନୌ ସମାଜବାଦୀ ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

ହଟିବେ ଅଗରକର!: ଟିମ୍ ଇଣ୍ଡିଆକୁ ମିଳିବ ନୂତନ ମୁଖ୍ୟ ଚୟନକର୍ତ୍ତା

September 16, 2026

ସମୁଦ୍ରରେ ଭାରତୀୟ ଯୁଦ୍ଧଜାହାଜକୁ ଧକ୍କା ଦେଲା ପାକିସ୍ତାନ ଯୁଦ୍ଧଜାହାଜ: ଆକ୍ସନ ମୋଡରେ ଭାରତ

September 16, 2026

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026
Latest News

ପୁଣି ଏପ୍ରିଲ ୧ରୁ ଖୋଲିବ ସୁଭଦ୍ରା ପୋର୍ଟାଲ

September 16, 2026

ହଟିବେ ଅଗରକର!: ଟିମ୍ ଇଣ୍ଡିଆକୁ ମିଳିବ ନୂତନ ମୁଖ୍ୟ ଚୟନକର୍ତ୍ତା

September 16, 2026

ସମୁଦ୍ରରେ ଭାରତୀୟ ଯୁଦ୍ଧଜାହାଜକୁ ଧକ୍କା ଦେଲା ପାକିସ୍ତାନ ଯୁଦ୍ଧଜାହାଜ: ଆକ୍ସନ ମୋଡରେ ଭାରତ

September 16, 2026

ହେଲିକପ୍ଟର କ୍ରାସ୍‌ ଓ ବସ ଦୁର୍ଘଟଣାରେ ୫ ମୃତ, ବହୁ ଆହତ

September 16, 2026

ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.