Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ଭାରତ-ଅଷ୍ଟ୍ରେଲିଆ ଦ୍ବିତୀୟ ଦିନିକିଆ : ଟସ୍‌ ଜିତି ଅଷ୍ଟ୍ରେଲିଆର ଫିଲ୍ଡିଂ ନିଷ୍ପତ୍ତି
ଖେଳ

ଭାରତ-ଅଷ୍ଟ୍ରେଲିଆ ଦ୍ବିତୀୟ ଦିନିକିଆ : ଟସ୍‌ ଜିତି ଅଷ୍ଟ୍ରେଲିଆର ଫିଲ୍ଡିଂ ନିଷ୍ପତ୍ତି

January 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜକୋଟ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦିନିକିଆ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ୍‌ ରାଜକୋଟରେ ଖେଳାଯାଉଛି । ଏହି ମ୍ୟାଚ୍‌ରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ କ୍ଷେତ୍ରରକ୍ଷଣର ନିଷ୍ପତ୍ତି ନେଇଛି । ଭାରତର ଚୂଡାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରାଯାଇଥିବା ବେଳେ ଅଷ୍ଟ୍ରେଲିଆର ଚୂଡାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ କରାଯାଇନାହିଁ । ଆହତ ଋଷଭ ପନ୍ତଙ୍କ ସ୍ଥାନରେ ମନୀଷ ପାଣ୍ଡେଙ୍କୁ ସାମିଲ କରାଯାଇଛି ।

ଭାରତୀୟ ଦଳ : ରୋହିତ ଶର୍ମା, ଶିଖର ଧଓ୍ବନ୍‌, ବିରାଟ କୋହଲି (ଅଧିନାୟକ), ଲୋକେଶ ରାହୁଲ, ଶ୍ରେୟସ୍‌ ଆୟାର, ମନୀଷ ପାଣ୍ଡେ, ରବୀନ୍ଦ୍ର ଜାଡେଜା, ମହମ୍ମଦ ସାମି, ନବଦୀପ ସାଇନି, କୁଲଦୀପ ଯାଦବ, ଯଶପ୍ରୀତ୍‌ ବୁମ୍‌ରା ।
ଅଷ୍ଟ୍ରେଲିଆ ଦଳ : ଡେଭିଡ୍‌ ଓ୍ବାର୍ଣ୍ଣର, ଆରୋନ୍‌ ଫିଞ୍ଚ(ଅଧିନାୟକ), ମାର୍ନସ୍‌ ଲାବୁଶ୍ଚାଞ୍ଜେ, ଷ୍ଟିଭେନ୍‌ ସ୍ମିଥ୍‌, ଆଷ୍ଟନ ଟର୍ଣ୍ଣର, ଆଲେକ୍ସ କେରୀ, ଆଷ୍ଟନ ଆଗର୍‌, ପ୍ୟାଟ୍‌ କମିନ୍‌ସ, ମିଚେଲ୍‌ ଷ୍ଟାର୍କ, କେନ୍‌ ରିଚାର୍ଡସନ୍‌, ଆଡାମ୍‌ ଜାମ୍ପା । (ଏଜେନ୍ସୀ)

indiavsaus manishpandey rajkot
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଆୟର୍ଲାଣ୍ଡ ବିପକ୍ଷରେ ଟି-୨୦ ଡେବ୍ୟୁ କରିପାରନ୍ତି ଏହି ଦୁଇ ଖେଳାଳି

June 25, 2026

ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

June 25, 2026

ଗୋଦାମ ଗୃହରେ ସଂରକ୍ଷିତ ଇଭିଏମ୍ ଓ ଭିଭିପାଟ୍ ମେସିନଗୁଡିକର ଯାଞ୍ଚ କଲେ ସିଇଓ

June 25, 2026

ପୁରୀ ଶ୍ରୀମନ୍ଦିରରେ ଆଜି ଭକ୍ତି, ପରମ୍ପରା ଓ ଆଧ୍ୟାତ୍ମିକତାର ଅପୂର୍ବ ସଙ୍ଗମ: ପବିତ୍ର ରୁକ୍ମିଣୀ–କୃଷ୍ଣ ବିବାହ ନୀତି

June 25, 2026
Latest News

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026

ଶଙ୍ଖ ଭବନରେ ବିଜେଡି ବୈଠକ, କିଛି ସମୟ ପରେ ସୁଜାତା ମିଶିବା ନେଇ ହେବ ଘୋଷଣା

June 25, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ!: ଛଅ ଜଣଙ୍କ ବିରୁଦ୍ଧରେ ରୁଜୁ ହେବ ଏଫଆଇଆର

June 25, 2026

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଆୟର୍ଲାଣ୍ଡ ବିପକ୍ଷରେ ଟି-୨୦ ଡେବ୍ୟୁ କରିପାରନ୍ତି ଏହି ଦୁଇ ଖେଳାଳି

June 25, 2026

ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.