Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ଧଓ୍ବନ୍‌,ରାହୁଲ ଏବଂ କୋହଲିଙ୍କ ଅର୍ଦ୍ଧଶତକ : ଅଷ୍ଟ୍ରେଲିଆ ସମ୍ମୁଖରେ 341 ରନ୍‌ର ବିଜୟ ଲକ୍ଷ୍ୟ
ଖେଳ

ଧଓ୍ବନ୍‌,ରାହୁଲ ଏବଂ କୋହଲିଙ୍କ ଅର୍ଦ୍ଧଶତକ : ଅଷ୍ଟ୍ରେଲିଆ ସମ୍ମୁଖରେ 341 ରନ୍‌ର ବିଜୟ ଲକ୍ଷ୍ୟ

January 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜକୋଟ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ଦିନିକିଆ ଶୃଙ୍ଖଳାର ଦ୍ବିତୀୟ ଦିନିକିଆରେ ଅଷ୍ଟ୍ରେଲିଆ ସମ୍ମୁଖରେ 341 ରନ୍‌ର ବିଜୟଲକ୍ଷ୍ୟ ଧାର୍ଯ୍ୟ କରିଛି ଭାରତ । ଟସ୍‌ ହାରି ପ୍ରଥମେ ବ୍ୟାଟିଂର ଆମନ୍ତ୍ରଣ ପାଇଥିବା ଭାରତ ପକ୍ଷରୁ ଶିଖର ଧଓ୍ବନ୍‌(96), ବିରାଟ କୋହଲି(78) ଏବଂ କେ ଏଲ୍‌ ରାହୁଲ(80) ଅର୍ଦ୍ଧଶତକ ହାସଲ କରିବାରୁ ଭାରତ ନିର୍ଦ୍ଧାରିତ ଓଭରରେ 6 ଓ୍ବିକେଟ ହରାଇ 340 ରନ୍‌ ସଂଗ୍ରହ କରିଛି । ପ୍ରଥମ ଓ୍ବିକେଟ୍‌ରେ ରୋହିତ ଶର୍ମା(42) ଏବଂ ଧଓ୍ବନ୍‌ 81 ରନ୍‌ର ଭାଗିଦାରୀ କରିଥିବା ବେଳେ ଜାମ୍ପା ରୋହିତଙ୍କୁ ଆଉଟ କରି ପ୍ରଥମ ସଫଳତା ଦେଇଥିଲେ । ତୃତୀୟ ଓ୍ବିକେଟ୍‌ରେ ଧଓ୍ବନ୍‌ (96) ଏବଂ କୋହଲି (78) 103 ରନ୍‌ର ଭାଗିଦାରୀ କରିଥିଲେ । ଶତକରୁ ଚାରି ରନ୍‌ ଦୂରରେ ଧଓ୍ବନ୍‌ ଆଉଟ୍‌ ହେବା ପରେ ଶ୍ରେୟସ୍‌ ଆୟର(7) ବିଫଳ ହୋଇଥିଲେ । ପଞ୍ଚମ ସ୍ଥାନରେ ବ୍ୟାଟିଂ କରିବାକୁ ଆସିଥିବା ରାହୁଲ ଆକ୍ରମଣାତ୍ମକ ବ୍ୟାଟିଂ କରିଥିଲେ । ରାହୁଲ 52ଟି ବଲ୍‌ର ସମ୍ମୁଖୀନ 6ଟି ଚୌକା ଏବଂ 3 ଛକ୍କା ସହାୟତାରେ 80 ରନ୍‌ ସଂଗ୍ରହ କରିଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ଆଡାମ ଜାମ୍ପା 50 ରନ୍‌ରେ 3ଟି ଏବଂ କେନ୍‌ ରିଚାର୍ଡସନ୍‌ ଦୁଇଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ । (ଏଜେନ୍ସୀ)

Australia dhawan india kohli rahul
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026
Latest News

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.