Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଷ୍ଟ୍ରେଲିଆ ତ୍ରୀରାଷ୍ଟ୍ରୀୟ ସିରିଜ୍‌ : ହରମନ୍‌ପ୍ରୀତ୍‌ ଓ ବୋଲର ଦେଲେ ସହଜ ବିଜୟ
ଆଜିର ଖବର

ଅଷ୍ଟ୍ରେଲିଆ ତ୍ରୀରାଷ୍ଟ୍ରୀୟ ସିରିଜ୍‌ : ହରମନ୍‌ପ୍ରୀତ୍‌ ଓ ବୋଲର ଦେଲେ ସହଜ ବିଜୟ

January 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କାନବେରା : ଅଷ୍ଟ୍ରେଲିଆରେ ଅନୁଷ୍ଠିତ ତ୍ରୀରାଷ୍ଟ୍ରୀୟ ସିରିଜ୍‌ରେ ଭାରତୀୟ ମହିଳା ଦଳ ସହଜ ବିଜୟ ହାସଲ କରିଛି । ବୋଲର ଏବଂ ହରମନ୍‌ପ୍ରୀତ୍‌ କୌର୍‌ଙ୍କ ସଫଳତା ଫଳରେ ଭାରତୀୟ ଦଳ ଇଂଲଣ୍ଡକୁ 5 ଓ୍ବିକେଟରେ ପରାସ୍ତ କରିଛି । ଟସ୍‌ ଜିତି ପ୍ରଥମେ ବୋଲିଂ କରିଥିବା ଭାରତ ପକ୍ଷରୁ ଦୀପ୍ତି ଶର୍ମା, ଶିଖା ପାଣ୍ଡେ ଏବଂ ରାଜେଶ୍ବରୀ ଗାଏକ୍ବାଡ ପ୍ରତ୍ୟେକ ଦୁଇଟି ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ । ବୋଲରଙ୍କ ସଫଳତା କାରଣରୁ ଇଂଲଣ୍ଡ ନିର୍ଦ୍ଧାରିତ ଓଭରରେ 7 ଓ୍ବିକେଟ ହରାଇ 147 ରନ୍‌ ସଂଗ୍ରହ କରିଥିଲା । ଇଂଲଣ୍ଡ ପକ୍ଷରୁ ହିଥର ନାଇଟ୍‌ ସର୍ବାଧିକ 67 ରନ୍‌ ମସଂଗ୍ରହ କରିଥିଲେ । ଜବାବରେ ଭାରତ 19.3 ଓଭରରେ 5 ଓ୍ବିକେଟ ହରାଇ ଆବଶ୍ୟକ ରନ୍‌ ସଂଗ୍ରହ କରି ନେଇଥିଲା । ଭାରତ ପକ୍ଷରୁ ହରମନପ୍ରୀତ୍‌ କୌର୍‌ ସର୍ବାଧିକ ଅପରାଜିତ 42 ରନ୍‌ ସଂଗ୍ରହ କରିଥିବା ବେଳେ ଶେଫାଳୀ ବର୍ମା 30 ଏବଂ ଜେମିମା ରଡ୍ରିଗ୍‌ଜ 26 ରନ୍‌ ସଂଗ୍ରହ କରିଥିଲେ । ହିଥର ନାଇଟ୍‌ଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠୂ ଖେଳାଳି ଘୋଷଣା କରାଯାଇଥିଲା । (ଏଜେନ୍ସୀ)

HARMANPREETKAUR indiawomens
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026
Latest News

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026

ଆୟୁର୍ବେଦ, ହୋମିଓପାଥିକ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଦରମା ବୃଦ୍ଧି

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.