Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ଐତିହାସିକ ବିଜୟ : ଅନ୍ତିମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ 7 ରନ୍‌ରେ ହରାଇଲା ଭାରତ
ଆଜିର ଖବର

ଭାରତର ଐତିହାସିକ ବିଜୟ : ଅନ୍ତିମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ 7 ରନ୍‌ରେ ହରାଇଲା ଭାରତ

February 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେ ଓଭାଲ୍‌ : ଭାରତ ବିଦେଶୀ ମାଟିରେ ନ୍ୟୁଜିଲାଣ୍ଡ ବନାମ ଭାରତର ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ  କ୍ଲିନ ସୁଇପ କରି ଇତିହାସ ରଚିଛି । ନ୍ୟୁଜିଲାଣ୍ଡର ମାଉଣ୍ଟ ମାଉଙ୍ଗାନୁଇଠାରେ ଖେଳାଯାଇଥିବା ଟିଟ୍ବେଣ୍ଟି ସିରିଜ୍‌ରେ ଅନ୍ତିମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୭ ରନ୍‌ରେ ହରାଇଛି । ଆଜି ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୩ ୱିକେଟ୍ ହରାଇ ୧୫୩ ରନ୍ କରିବାକୁ ସକ୍ଷମ ହୋଇଥିଲା। ଏହାର ଜବାବରେ ନ୍ୟୁଜିଲ୍ୟାଣ୍ଡ୍ ଟିମ୍ ୨୦ ଓଭରରେ ୯ ୱିକେଟ୍ ହରାଇ ୧୫୬ ରନ୍ କରି ପରାସ୍ତ ହୋଇଛି। ଚଳିତ ମ୍ୟାଚ୍‌ରେ ଭାରତ ତରଫରୁ ଅଧିନାୟକ ରୋହିତ୍‌ ଶର୍ମା (୬୦) ରନ୍‌ କରିଥିବାବେଳେ  ଲୋକେଶ ରାହୁଲ୍‌ ୪୫ ଓ ଶ୍ରେୟସ୍‌ ୩୩ ରନ୍‌ କରିଛନ୍ତି । ସେହିପରି ନ୍ୟୁଜିଲାଣ୍ଡ ତରଫରୁ  ରସ୍‌ ଟେଲର୍‌ (୫୩) ଓ ଟିମ୍‌ ଶିର୍ଫଟ୍‌ ୫୦ ରନ୍‌ କରିଛନ୍ତି । ଏହି ମ୍ୟାଚ୍‌ରେ ଭାରତୀୟ ବୋଲର୍‌ ବୁମରାହ ମାତ୍ର ୧୨ ରନ୍‌ ଦେଇ ତିନିଟି ଓ୍ବିକେଟ୍‌ ଅକ୍ତିଆର କରି ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ବିବେଚିତ ହୋଇଛନ୍ତି ।

indiavsnz t20
Share. Facebook Twitter LinkedIn Email WhatsApp Copy Link

Related Posts

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.