Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହଙ୍ଗେରୀରେ ଭାରତୀୟ ବକ୍ସରଙ୍କୁ 5 ପଦକ
ଆଜିର ଖବର

ହଙ୍ଗେରୀରେ ଭାରତୀୟ ବକ୍ସରଙ୍କୁ 5 ପଦକ

February 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ହଙ୍ଗେରୀରେ ଅନୁଷ୍ଠିତ ବୋକ୍‌ସାଇ ମେମୋରିଆଲ ଟୁର୍ଣ୍ଣାମେଣ୍ଟରେ ଭାରତୀୟ ବକ୍ସର 5ଟି ପଦକ ହାସଲ କରିଛନ୍ତି । ଭାରତୀୟ ଖେଳାଳି 4ଟି ରୌପ୍ୟ ଏବଂ ଗୋଟିଏ ବ୍ରୋଞ୍ଜ ପଦକ ଜିତିଛନ୍ତି । ଭାରତୀୟ ବକ୍ସର ଗୌରବ ଚୌହାନ ଏବଂ ଜ୍ୟୋତି ଗୁଲିଆ ଅନ୍ତିମ ଦିବସରେ ରୌପ୍ୟ ପଦକ ହାସଲ କରିଥିଲେ । 51 କିଗ୍ରା ବର୍ଗରେ ଜ୍ୟୋତି ଗୁଲିଆ ଋଷିଆର ସୋଲୁଇନୋଭା ଶ୍ବେତେଲାନାଙ୍କ ନିକଟରୁ 2-3ରେ ପରାସ୍ତ ହୋଇଥିଲେ । ଅନ୍ୟ ପକ୍ଷରେ ଗୌରବ ଚୌହାନ 91 କିଗ୍ରା ବର୍ଗରେ କାଜାକସ୍ତାନର ଆଇବେକ୍‌ ଓରାଲ୍‌ବେଙ୍କ ନିକଟରୁ 4-0ରେ ପରାଜିତ ହୋଇଥିଲେ । ପୂର୍ବରୁ ଭାରତୀୟ ଖେଳାଳ ମନୀଷା (57 କିଗ୍ରା) ଏବଂ ପିଏଲ୍‌ ପ୍ରସାଦ(52 କିଗ୍ରା) ବର୍ଗରେ ରୌପ୍ୟ ପଦକ ହାସଲ କରିଥିଲେ ।

BOXER
Share. Facebook Twitter LinkedIn Email WhatsApp Copy Link

Related Posts

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026
Latest News

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.