Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ : କ୍ଲିନ୍‌ ସୁଇପ୍‌ ରୋକିବା ଲକ୍ଷ୍ୟରେ ଭାରତ
ଆଜିର ଖବର

ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ : କ୍ଲିନ୍‌ ସୁଇପ୍‌ ରୋକିବା ଲକ୍ଷ୍ୟରେ ଭାରତ

February 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଉଣ୍ଟ ମନ୍‌ଗାଉନି : ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଅନୁଷ୍ଠିତ ଦିନିକିଆ ସିରିଜ୍‌ର ତୃତୀୟ ମୁକାବିଲା ଆସନ୍ତା କାଲି ବେ ଓଭାଲ୍‌ରେ ଅନୁଷ୍ଠିତ ହୋଇଯାଇଛି । ମଙ୍ଗଳବାର ବେ ଓଭାଲରେ ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ୍‌ରେ ଭାରତ ସମ୍ମାନ ରଖିବା ପାଇଁ ଚେଷ୍ଟା କରିବ । ଏହି ମ୍ୟାଚ୍‌ରେ ବିଜୟୀ ହୋଇ କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ରହିଛି ଟମ୍‌ ଲାଥାମ୍‌ଙ୍କ ନ୍ୟୁଜିଲ୍ୟାଣ୍ଡ । ପ୍ରଥମ ମ୍ୟାଚ୍‌ରେ ଭାରତ 347 ରନ୍‌ ସଂଗ୍ରହ କରି ପରାଜିତ ହୋଇଥିବା ବେଳେ ଦ୍ବିତୀୟ ମ୍ୟାଚ୍‌ରେ ଭାରତୀୟ ମିଡିଲ ଅର୍ଡର ବିଫଳ ହେବା କାରଣରୁ ଭାରତ ଦ୍ବିତୀୟ ମ୍ୟାଚ୍‌ରେ 278 ରନ୍‌ର ବିଜୟ ଲକ୍ଷ୍ୟର ପିଛା କରିବାରେ ବିଫଳ ହୋଇଥିଲା । ଅନ୍ତିମ ମ୍ୟାଚ୍‌ରେ ଭାରତକୁ ଭଲ ପ୍ରଦର୍ଶନ କରିବାକୁ ହେଲେ ଭାରତୀୟ ଅଧିନାୟକ କୋହଲିଙ୍କ ବ୍ୟାଟରୁ ରନ୍‌ ବାହାରିବା ଜରୁରୀ । ଭାରତୀୟ ବୋଲର ଭଲ ପ୍ରଦର୍ଶନ କରିଥିବା ବେଳେ ବ୍ୟାଟିଂରେ କେଦାର ଯାଦବଙ୍କ ସ୍ଥାନରେ ମନୀଷ ପାଣ୍ଡେଙ୍କୁ ସାମିଲ କରାଯାଇପାରେ ବୋଲି ଜଣାପଡିଛି । (ଏଜେନ୍ସି)

india kohli nz
Share. Facebook Twitter LinkedIn Email WhatsApp Copy Link

Related Posts

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026
Latest News

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.