Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣଜୀ ଟ୍ରଫି : ପ୍ରଥମ ଇନିଂସ ଅଗ୍ରଣୀ ସହିତ କ୍ବାର୍ଟରରେ ଓଡିଶା
ଆଜିର ଖବର

ରଣଜୀ ଟ୍ରଫି : ପ୍ରଥମ ଇନିଂସ ଅଗ୍ରଣୀ ସହିତ କ୍ବାର୍ଟରରେ ଓଡିଶା

February 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ : ରଣଜୀ ଟ୍ରଫି କ୍ବାର୍ଟର ଫାଇନାଲରେ ପ୍ରବେଶ କରିଛି ଓଡିଶା । ଝାରଖଣ୍ଡ ବିପକ୍ଷ ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ପ୍ରଥମ ଇନିଂସ ଅଗ୍ରଣୀ ସହିତ ଏଲିଟ୍‌ ଗ୍ରୁପ୍‌ ସିର ଦ୍ବିତୀୟ ସ୍ଥାନରେ ରହି ଓଡିଶା କ୍ବାର୍ଟରରେ ପ୍ରବେଶ କରିଛି । ଗ୍ରୁପ୍‌ ସିରୁ ଓଡିଶା 38 ପଏଣ୍ଟ ସହିତ କ୍ବାର୍ଟରରେ ପ୍ରବେଶ କରିଛି । ପ୍ରଥମେ ବ୍ୟାଟିଂ କରିଥିବା ଓଡିଶା 436 ରନ୍‌ କରିଥିବା ବେଳେ ଝାରଖଣ୍ଡ 356 ରନ୍‌ରେ ସମସ୍ତ ଓ୍ବିକେଟ ହରାଇଥିଲା । ପ୍ରଥମ ଇନିଂସରେ 80 ରନ୍‌ର ଅଗ୍ରଣୀ ହାସଲ କରିଥିବା ଓଡିଶା ଦ୍ବିତୀୟ ଇନିଂସରେ 1 ଓ୍ବିକେଟ ହରାଇ 187 ରନ୍‌ ସଂଗ୍ରହ କରିଥିବା ବେଳେ ମ୍ୟାଚ୍‌କୁ ଡ୍ର ଘୋଷଣା କରାଯାଇଥିଲା । ଶୁଭ୍ରାଂଶୁ ସେନାପତି 100 ରନ୍‌ରେ ଅପରାଜିତ ରହିଥିଲେ । ପ୍ରଥମ ଇନିଂସରେ 156 ରନ୍‌ର ଇନିଂସ ଖେଳିଥିବା ଦେବାଶିଷ ସାମନ୍ତରାୟଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ଘୋଷଣା କରାଯାଇଥିଲା ।

jharkhand Odisha ranjitrophy
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.