Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟି 20 ରାଙ୍କିଙ୍ଗ ଦ୍ବିତୀୟ ସ୍ଥାନରେ ରାହୁଲ୍‌ : ଦଶମ ସ୍ଥାନକୁ ଖସିଲେ କୋହ୍‌ଲି
ଆଜିର ଖବର

ଟି 20 ରାଙ୍କିଙ୍ଗ ଦ୍ବିତୀୟ ସ୍ଥାନରେ ରାହୁଲ୍‌ : ଦଶମ ସ୍ଥାନକୁ ଖସିଲେ କୋହ୍‌ଲି

February 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସୋମବାର ଆଇସିସି ପକ୍ଷରୁ ବିଶ୍ବ ଟି 20 ରାଙ୍କିଙ୍ଗ ପ୍ରକାଶ ପାଇଛି । ଭାରତୀୟ ବ୍ୟାଟ୍ସମ୍ୟାନ୍‌ କେ ଏଲ୍‌ ରାହୁଲ୍‌ ଏହି ତାଲିକାରେ ଦ୍ବିତୀୟ ସ୍ଥାନରେ ରହିଥିବା ବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ଦଶମ ସ୍ଥାନକୁ ଖସିଛନ୍ତି । ନ୍ୟୁଜିଲ୍ୟାଣ୍ଡ ବିପକ୍ଷ 5 ଟିକିଆ ଟି 20 ସିରିଜ୍‌ରେ ରାହୁଲ୍ 56 ଆଭରେଜ୍‌ରେ 224 ରନ୍‌ ସଂଗ୍ରହ କରିଥିଲେ । ବାବର ଆଜମ୍‌ ପୂର୍ବବତ୍‌ ଏକ ନମ୍ବର ସ୍ଥାନରେ ରହିଥିବା ବେଳେ ଆରୋନ୍‌ ଫିଞ୍ଚ ତୃତୀୟ ସ୍ଥାନରେ ରହିଛନ୍ତି । ନ୍ୟୁଜିଲ୍ୟାଣ୍ଡ ସିରିଜ୍‌ ପୂର୍ବରୁ ରାହୁଲ୍‌ 12 ତମ ସ୍ଥାନରେ ରହିଥିବା ବେଳେ ବେଳେ ଏହି ସିରିଜ୍‌ ପରେ ଦଶଟି ସ୍ଥାନ ଉପରକୁ ଉଠିଛନ୍ତି । ଅନ୍ୟତମ ଭାରତୀୟ ରୋହିତ ଶର୍ମା 9ମ ସ୍ଥାନରେ ରହିଛନ୍ତି । (ଏଜେନ୍ସି)

icc KLrahul t20 viratkohli
Share. Facebook Twitter LinkedIn Email WhatsApp Copy Link

Related Posts

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026

୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ

September 16, 2026

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026
Latest News

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026

ଭାରତ ସହିତ ବାଣିଜ୍ୟ ଚୁକ୍ତିକୁ ମଞ୍ଜୁରୀ ଦେଲା ନ୍ୟୁଜିଲ୍ୟାଣ୍ଡ: ୯୫% ରପ୍ତାନି ଉପରେ ଉଚ୍ଛେଦ ହେବ ଶୁଳ୍କ!

September 16, 2026

UPI ଶୁଳ୍କ ଲାଗୁ କରିବାର ନିଷ୍ପତ୍ତି ଉପରେ କ୍ଷୁବ୍ଧ ମନ୍ତ୍ରୀ ସଞ୍ଜୟ ନିଷାଦ: ନିଜ ସରକାରଙ୍କୁ କଲେ ପ୍ରଶ୍ନ

September 16, 2026

୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ

September 16, 2026

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.