Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫ୍ରେଞ୍ଚ ଓପନ୍‌ରୁ ଓହରିଲେ ରୋଜର ଫେଡେରର
ଆଜିର ଖବର

ଫ୍ରେଞ୍ଚ ଓପନ୍‌ରୁ ଓହରିଲେ ରୋଜର ଫେଡେରର

February 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଫ୍ରେଞ୍ଚ ଓପନ୍‌ରୁ ଓହରିଛନ୍ତି ସ୍ବିସ୍‌ ତାରକା ରୋଜର ଫେଡେରର । ଆଣ୍ଠୁ ଆଘାତ କାରଣରୁ ଫେଡେରର ଫ୍ରେଞ୍ଚ ଓପନ୍‌ରୁ ଓହରିଥିବା ଜଣାପଡିଛି । ଗୁରୁବାର ଏକ ସୋସିଆଲ ମିଡିଆ ପୋଷ୍ଟ ଜରିଆରେ 38 ବର୍ଷୀୟ ଫେଡେରର ଟୁର୍ଣ୍ଣାମେଣ୍ଟରୁ ଓହରୁଥିବା ନେଇ ଘୋଷଣା କରିଛନ୍ତି । ବୁଧବାର ଆଣ୍ଠୁରେ ଆର୍ଥ୍ରୋସ୍କୋପିକ୍‌ ସର୍ଜରୀ କରାଯାଇଥିବା କାରଣରୁ ଆସନ୍ତା କିଛି ମାସ ପର୍ଯ୍ୟନ୍ତ ସେ କିଛି ଟୁର୍ଣ୍ଣାମେଣ୍ଟରୁ ଦୂରେଇ ରହିବା ନେଇ ଫେଡେରର ଘୋଷଣା କରିଛନ୍ତି । ଫ୍ରେଞ୍ଚ ଓପନ୍ ବ୍ୟତିତ ଇଣ୍ଡିଆନ୍‌ ଓ୍ବେଲ୍‌ସ ଓପନ୍‌ରୁ ମଧ୍ୟ ଫେଡେରର ଓହରୁଥିବା ଜଣାପଡିଛି ।

frenchopen
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026
Latest News

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.