Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ଟି20 ବିଶ୍ବକପ୍‌ : ଉଦ୍‌ଘାଟନୀ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିବ ଭାରତ
ଆଜିର ଖବର

ମହିଳା ଟି20 ବିଶ୍ବକପ୍‌ : ଉଦ୍‌ଘାଟନୀ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିବ ଭାରତ

February 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିଡ୍‌ନୀ : ଚଳିତ ବର୍ଷର ମହିଳା ଟି 20 ବିଶ୍ବକପ୍‌ ଆଜିଠାରୁ ଆରମ୍ଭ ହୋଇଛି । ଉଦ୍‌ଘାଟନୀ ମ୍ୟାଚ୍‌ରେ ପରସ୍ପରର ମୁକାବିଲାରେ ଅବତୀର୍ଣ୍ଣ ହୋଇଛନ୍ତି ଘରୋଇ ଅଷ୍ଟ୍ରେଲିଆ ଏବଂ ଭାରତ । ସିଡ୍‌ନୀରେ ଅନୁଷ୍ଠିତ ଏହି ପ୍ରଥମ ମ୍ୟାଚ୍‌ରେ ଭାରତ ପ୍ରଥମମେ ବ୍ୟାଟିଂ କରିବ । ଅଷ୍ଟ୍ରେଲିୟ ଅଧିନାୟିକା ମେଗ୍‌ ଲାନିଂ ଟସ୍‌ ଜିତି ପ୍ରଥମେ ବୋଲିଂର ନିଷ୍ପତ୍ତି ନେଇଛନ୍ତି । ଭାରତ ପକ୍ଷରୁ ଏହି ମ୍ୟାଚ୍‌ରେ ଶେଫାଳି ବର୍ମା ନିଜର ବିଶ୍ବକପ୍‌ ପଦାର୍ପଣ କରିଛନ୍ତି ।

ଭାରତୀୟ ଦଳ : ହରମନ୍‌ପ୍ରୀତ୍‌ କୌର(ଅଧିନାୟିକା), ସ୍ମୃତି ମାନ୍ଧନା, ଶେଫାଳି ବର୍ମା, ଜେମିମା ରୋଡ୍ରିଗ୍‌ସ, ଦୀପ୍ତି ଶର୍ମା, ବେଦା କ୍ରିଷ୍ଣମୂର୍ତ୍ତି, ତାନିଆ ଭାଟିଆ, ରାଧା ଯାଦବ, ରାଜେଶ୍ବରୀ ଗାଏକ୍ବାଡ, ଶିଖା ପାଣ୍ଡେ, ଏବଂ ଅରୁନ୍ଧତୀ ରେଡ୍ଡୀ ।

HARMANPREETKAUR icct20womenwc meglanning
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

May 21, 2026

ପଶ୍ଚିମବଙ୍ଗର ଫାଲଟା ବିଧାନସଭା ପୁନଃ ମତଦାନ ଆରମ୍ଭ

May 21, 2026

ପେଟ୍ରୋଲ ଏବଂ ଡିଜେଲ ଦର ଆହୁରି ମହଙ୍ଗା ହେବ! ଚେତାବନୀ ଦେଲା ଜାତିସଂଘ

May 21, 2026

ମଇ ୨୧ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ସତର୍କ ସୂଚନା, ରୁହନ୍ତୁ ସାବଧାନ

May 21, 2026
Latest News

ଆଜି କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

May 21, 2026

ପଶ୍ଚିମବଙ୍ଗର ଫାଲଟା ବିଧାନସଭା ପୁନଃ ମତଦାନ ଆରମ୍ଭ

May 21, 2026

ପେଟ୍ରୋଲ ଏବଂ ଡିଜେଲ ଦର ଆହୁରି ମହଙ୍ଗା ହେବ! ଚେତାବନୀ ଦେଲା ଜାତିସଂଘ

May 21, 2026

ଆଜି ଅନ୍ତର୍ଜାତୀୟ ଚା ଦିବସ, ଜାଣନ୍ତୁ ଚା’ର ପ୍ରକାର ବିଷୟରେ

May 21, 2026

ଫିଟ୍ ରହିବା ଏବଂ ସୁସ୍ଥ ଶରୀର ପାଇଁ ଖାଆନ୍ତୁ କଦଳୀ, ଜାଣନ୍ତୁ ଏହାର ଫାଇଦା

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.