Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ଟି20 ବିଶ୍ବକପ୍‌ : ଅଷ୍ଟ୍ରେଲିଆ ସମ୍ମୁଖରେ 136 ରନ୍‌ର ବିଜୟ ଲକ୍ଷ୍ୟ
ଆଜିର ଖବର

ମହିଳା ଟି20 ବିଶ୍ବକପ୍‌ : ଅଷ୍ଟ୍ରେଲିଆ ସମ୍ମୁଖରେ 136 ରନ୍‌ର ବିଜୟ ଲକ୍ଷ୍ୟ

February 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିଡ୍‌ନୀ : ଚଳିତ ବର୍ଷର ମହିଳା ଟି 20 ବିଶ୍ବକପ୍‌ ଆଜିଠାରୁ ଆରମ୍ଭ ହୋଇଛି । ଉଦ୍‌ଘାଟନୀ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ସମ୍ମୁଖରେ 133 ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଅଷ୍ଟ୍ରେଲିଆ ଟସ୍ ଜିତି୍ ପ୍ରଥମେ ବୋଲିଂ କରିଥିବା ବେଳେ ଭାରତ ନିର୍ଦ୍ଧାରିତ ଓଭରରେ 5 ଓ୍ବିକେଟ ହରାଇ 132 ରନ୍‌ ସଂଗ୍ରହ କରିଛି । ବିଶ୍ବକପ୍‌ ପଦାର୍ପଣ କରିଥିବା ଶେଫାଳି ବର୍ମା ପ୍ରାରମ୍ଭରୁ ଆକ୍ରମଣାତ୍ମକ ବ୍ୟାଟିଂ କରି 15ଟି ବଲ୍‌ରୁ 29 ରନ୍‌ ସଂଗ୍ରହ କରିଥିବା ବେଳେ ଭାରତ ପ୍ରଥମ 4 ଓଭରରୁ 41 ରନ୍‌ ସଂଗ୍ରହ କରିଥିଲା । ମାତ୍ର ସ୍ମୃତି ମାନ୍ଧନା(10) ଏବଂ ଶେଫାଳି ମାତ୍ର 2 ରନ୍‌ ବ୍ୟବଧାନରେ ଆଉଟ ହେବା ପରେ ଭାରତର ରନ୍‌ ହାରରେ ଅଙ୍କୁଶ ଲାଗି ଯାଇଥିଲା । 10 ରନ୍‌ହାରରେ ରନ୍‌ ସଂଗ୍ରହ କରୁଥିବା ଭାରତର ରନ୍‌ହାର 6 ତଳକୁ ଖସି ଆସିଥିଲା । ହରମନ୍‌ପ୍ରୀତ୍‌ କୌର୍‌ (2) ବିଫଳ ହେବା ପରେ ଜେମିମା ରଡ୍ରିଗଜ୍‌ (26) ଏବଂ ଟପ୍‌ ସ୍କୋରର ଦୀପ୍ତି ଶର୍ମା (49*)ଙ୍କ ମଧ୍ୟରେ 53 ରନ୍‌ର ଭାଗିଦାରୀ ହେବା ଫଳରେ ଭାରତର ସ୍କୋର 100 ଅତିକ୍ରମ କରିଥିଲା । ଅଷ୍ଟ୍ରେଲିଆ ପକ୍ଷରୁ ଜେସ୍‌ ଜନ୍‌ସନ୍‌ ସର୍ବାଧିକ ଦୁଇଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ । (ଏଜେନ୍ସି)

Australia india womenst20worldcup
Share. Facebook Twitter LinkedIn Email WhatsApp Copy Link

Related Posts

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026
Latest News

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଆଇଏସଆଇ-ସମର୍ଥିତ ‘ଶହଜାଦ ଭଟ୍ଟି ନେଟୱର୍କ’ ଧ୍ୱଂସ: ୨୦୦ରୁ ଅଧିକ ଗିରଫ

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.