Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁନମ ଯାଦବଙ୍କୁ 4 ଓ୍ବିକେଟ୍‌ : ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ
ଆଜିର ଖବର

ପୁନମ ଯାଦବଙ୍କୁ 4 ଓ୍ବିକେଟ୍‌ : ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

February 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିଡ୍‌ନୀ : ମହିଳା ଟି 20 ବିଶ୍ବକପ୍‌ର ପ୍ରଥମ ମୁକାବିଲାରେ ଭାରତ ବିଜୟ ହାସଲ କରିଛି । ଭାରତ ନିର୍ଦ୍ଧାରିତ ଓଭରରେ 132 ରନ୍‌ ସଂଗ୍ରହ କରିଥିବା ବେଳେ ପୁନମ୍‌ ଯାଦବଙ୍କ 5 ଓ୍ବିକେଟ୍‌ ଫଳରେ ଅଷ୍ଟ୍ରେଲିଆ ବିଜୟ ଲକ୍ଷ୍ୟ ଠାରୁ ରନ୍‌ ପଛରେ ରହିଯାଇଥିଲା । ଭାରତ ପକ୍ଷରୁ ପୁନମ ଯାଦବ 19 ରନ୍‌ ବିନିମୟରେ 4ଟି ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ଶିଖା ପାଣ୍ଡେ 14 ରନ୍‌ ବିନିମୟରେ 3ଟି ଓ୍ବିକେଟ ଅକ୍ତିଆର କରିଥିଲେ । ଭାରତ ପକ୍ଷରୁ ଦୀପ୍ତି ଶର୍ମା ସର୍ବାଧିକ 49 ରନ୍‌ ସଂଗ୍ରହ କରିଥିବା ବେଳେ ଶେଫାଳି ବର୍ମା(29) ଏବଂ ଜେମିମା ରଡ୍ରିଗ୍‌ଜ (26) ରନ୍‌ ସଂଗ୍ରହ କରିଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ଓପ୍‌ନର ଆଲିସିଆ ହିଲି ସର୍ବାଧିକ 51 ରନ୍‌ ସଂଗ୍ରହ କରିଥିବା ବେଳେ ଆସଲେଘ୍‌ ଗାର୍ଡନର୍‌ 35 ରନ୍‌ର ଇନିଂସ ଖେଳିଥିଲେ । ପୁନମ ଯାଦବ 15 ରନ୍‌ ବିନିମୟରେ 4ଟି ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ଶିଖା ପାଣ୍ଡେ 14 ରନ୍‌ ବିନିମୟରେ ତିନୋଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ପୁନମ ଯାଦବଙ୍କୁ ମ୍ୟାଚର ଶ୍ରେଷ୍ଠ ଖେଳାଳି ଘୋଷଣା କରାଯାଇଥିଲା (ଏଜେନ୍ସି)

T20WorldCup
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.