Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସିଆନ୍‌ ରେସ୍‌ଲିଂ ଚାମ୍ପିୟନ୍‌ସିପ୍‌ : ରବି ଦାହିୟାଙ୍କୁ ସ୍ବର୍ଣ୍ଣ ପଦକ
ଆଜିର ଖବର

ଏସିଆନ୍‌ ରେସ୍‌ଲିଂ ଚାମ୍ପିୟନ୍‌ସିପ୍‌ : ରବି ଦାହିୟାଙ୍କୁ ସ୍ବର୍ଣ୍ଣ ପଦକ

February 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଏସିଆନ୍‌ ରେସ୍‌ଲିଂ ଚାମ୍ପିୟନ୍‌ସିପ୍‌ରେ ଭାରତୀୟ ରେସ୍‌ଲର୍‌ ରବି ଦାହିୟା ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । 57 କିଗ୍ରା ବର୍ଗରେ ଦାହିୟା ତାଜାକିସ୍ତାନର ହିକମାତୁଲ୍ଲୋ ବୋହିଦୋଭଙ୍କୁ 10-0ରେ ପରାସ୍ତ କରି ବିଜୟୀ ହୋଇଥିଲେ । ରବିବାର ଅନୁଷ୍ଠିତ ଫାଇନାଲରେ ଉଭୟ ଖେଳାଳି ସମାନ ପଏଣ୍ଟ ହାସଲ କରିଥିବା ବେଳେ ଟେକ୍ନିକାଲ ସୁପିରିଅରିଟୀରେ ଦାହିୟା ବିଜୟୀ ହୋଇଥିଲେ । ଦାହିୟାଙ୍କ ବ୍ୟତିତ ଅନ୍ୟ 4 ଜଣ ଭାରତୀୟ ଖେଳାଳି ରୌପ୍ୟ ପଦକ ହାସଲ କରିଛନ୍ତି । ବଜରଙ୍ଗ ପୁନିଆ (65 କିଗ୍ରା), ଗୌରବ ବଲିୟାଁ (79 କିଗ୍ରା) ଏବଂ ସତ୍ୟବ୍ରତ କାଡିୟାନ୍‌(90 କିଗ୍ରା) ବର୍ଗରେ ରୌପ୍ୟ ପଦକ ହାସଲ କରିଛନ୍ତି । (ଏଜେନ୍ସି)

asianwrestlingchampionship
Share. Facebook Twitter LinkedIn Email WhatsApp Copy Link

Related Posts

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026
Latest News

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.