Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଂଲାଦେଶ ବିପକ୍ଷରେ ବ୍ୟାଟିଂ କରିବ ଭାରତ : ରିଚା ଘୋଷଙ୍କ ବିଶ୍ବକପ୍‌ ପଦାର୍ପଣ
ଆଜିର ଖବର

ବାଂଲାଦେଶ ବିପକ୍ଷରେ ବ୍ୟାଟିଂ କରିବ ଭାରତ : ରିଚା ଘୋଷଙ୍କ ବିଶ୍ବକପ୍‌ ପଦାର୍ପଣ

February 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପର୍ଥ : ଅଷ୍ଟ୍ରେଲିଆରେ ଅନୁଷ୍ଠିତ ମହିଳା ଟି 20 ବିଶ୍ବକପ୍‌ର ଲିଗ୍‌ ପର୍ଯ୍ୟାୟର ଷଷ୍ଠ ମ୍ୟାଚ୍‌ରେ ଭାରତ ଏବଂ ବାଂଲାଦେଶ ପରସ୍ପରର ମୁକାବିଲା କରିବାକୁ ଯାଉଛନ୍ତି । ଏହି ମ୍ୟାଚ୍‌ରେ ଟସ୍‌ ଜିତି ବାଂଲାଦେଶ ଅଧିନାୟିକା ସଲ୍‌ମା ଖାତୁନ୍‌ ପ୍ରଥମେ ବୋଲିଂ କରିବାର ନିଷ୍ପତ୍ତି ନେଇଛନ୍ତି । ପର୍ଥର ଓ୍ବାକାରେ ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ୍‌ରେ ପେସ୍‌ ବୋଲରଙ୍କୁ ସହାୟତା ମିଳିବ । ଭାରତ ପକ୍ଷରୁ ଏହି ମ୍ୟାଚ୍‌ରେ ସ୍ମୃତି ମାନ୍ଧନାଙ୍କ ସ୍ଥାନରେ ରିଚା ଘୋଷ ନିଜର ବିଶ୍ବକପ୍‌ ପଦାର୍ପଣ କରିଛନ୍ତି । ଜ୍ବର କାରଣରୁ ମାନ୍ଧନା ବାଦ ପଡିଥିବା ବେଳେ ରିଚାଙ୍କୁ ଦଳରେ ସ୍ଥାନ ମିଳିଛି । (ଏଜେନ୍ସି)

icct20womenwc indvsban
Share. Facebook Twitter LinkedIn Email WhatsApp Copy Link

Related Posts

ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ

August 11, 2026

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଧାୟକମାନଙ୍କ ବୈଠକ

August 11, 2026

ଖରିଫ ମାର୍କେଟିଂ ଋତୁ ପାଇଁ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ନେଇ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ

August 11, 2026

ଲୋକସଭାରେ ସମ୍ବଲପୁରୀ ହସ୍ତତନ୍ତ ଓ ଅନନ୍ୟ ଐତିହ୍ୟ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ

August 11, 2026
Latest News

ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ

August 11, 2026

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଧାୟକମାନଙ୍କ ବୈଠକ

August 11, 2026

ଖରିଫ ମାର୍କେଟିଂ ଋତୁ ପାଇଁ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ନେଇ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ

August 11, 2026

୧୧ ନୂଆ ଅନ୍ତର୍ଜାତୀୟ ବନ୍ଦର ପାଇଁ ଅଧିସୂଚନା ଜାରି

August 11, 2026

ଲୋକସଭାରେ ସମ୍ବଲପୁରୀ ହସ୍ତତନ୍ତ ଓ ଅନନ୍ୟ ଐତିହ୍ୟ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.