Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ଟି20 ବିଶ୍ବକପ୍‌ : ବାଂଲାଦେଶ ସମ୍ମୁଖରେ 143 ରନ୍‌ର ବିଜୟ ଲକ୍ଷ୍ୟ
ଆଜିର ଖବର

ମହିଳା ଟି20 ବିଶ୍ବକପ୍‌ : ବାଂଲାଦେଶ ସମ୍ମୁଖରେ 143 ରନ୍‌ର ବିଜୟ ଲକ୍ଷ୍ୟ

February 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପର୍ଥ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ଅନୁଷ୍ଠିତ ମହିଳା ଟି 20 ବିଶ୍ବକପ୍‌ ମୁକାବିଲାରେ ଭାରତ ନିର୍ଦ୍ଧାରିତ ଓଭରରେ 6 ଓ୍ବିକେଟ୍‌ ହରାଇ 142 ରନ୍‌ ସଂଗ୍ରହ କରିଛି । ଭାରତ ପକ୍ଷରୁ ଓପ୍ନର ଶେଫାଳି ବର୍ମା ସର୍ବାଧିକ 39 ରନ୍‌ ସଂଗ୍ରହ କରିଥିବା ବେଳେ ଜେମିମା ରଡ୍ରିଗ୍‌ଜ 33 ରନ୍‌ ସଂଗ୍ରହ କରିଥିଲେ । ଶେଷଭାଗରେ ବେଦା କୃଷ୍ଣମୂର୍ତ୍ତି ଆକ୍ରମଣାତ୍ମକ 21 ରନ୍‌ ସଂଗ୍ରହ କରିବାରୁ ଭାରତ 140 ରନ୍‌ ଅତିକ୍ରମ କରିଥିଲା । ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ଭାରତ ପକ୍ଷରୁ ତାନିୟା ଭାଟିଆ ଏବଂ ଶେଫାଳି ବର୍ମା ଇନିଂସ ଆରମ୍ଭ କରିଥିଲେ । ତାନିୟା ବିଫଳ ହୋଇଥିବା ବେଳେ ଶେଫାଳି ନିଜ ଚମତ୍କାର ଫର୍ମ ବଜାୟ ରଖି 17ଟି ବଲ୍‌ରୁ 39 ରନ୍‌ ସଂଗ୍ରହ କରିଥିଲେ । ଶେଫାଳିଙ୍କ ଇନିଂସ ମଧ୍ୟରେ 2 ଚୌକା ଏବଂ 4 ଛକ୍କା ସାମିଲ ଥିଲା । ଅନ୍ୟମାନଙ୍କ ମଧ୍ୟରେ ଜେମିମା ରଡ୍ରିଗ୍‌ଜ 37ଟି ବଲ୍‌ରୁ 2 ଚୌକା ଏବଂ 1 ଛକ୍କା ସହାୟତାରେ 34 ରନ୍‌ କରିଥିଲେ । ଶେଷ ଭାଗରେ ବେଦା କୃଷ୍ଣମୂର୍ତ୍ତି 11ଟି ବଲ୍‌ରୁ 4ଚୌକା ସହାୟତାରେ 20 ରନ୍‌ ସଂଗ୍ରହ କରିଥିଲେ । ବାଂଲାଦେଶ ପକ୍ଷରୁ ସଲ୍‌ମା ଖାତୁନ୍‌ ଏବଂ ପାନ୍ନା ଘୋଷ ପ୍ରତ୍ୟେକ ଦୁଇଟି ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିଲେ ।

bangladesh india womenst20worldcup
Share. Facebook Twitter LinkedIn Email WhatsApp Copy Link

Related Posts

UPI Payment Charges: ବଡ଼ ବ୍ୟବସାୟୀଙ୍କୁ ଲାଗିପାରେ MDR ଫି, EMI ପେମେଣ୍ଟକୁ ମିଳିପାରେ ଛାଡ଼!

October 12, 2026

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟି-୨୦ରେ ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

October 12, 2026

କ୍ୟାପ୍‌ଟେନ୍ ସ୍ମୃତି ମନ୍ଧାନା ୟୁନିସେଫ୍ ଇଣ୍ଡିଆ ‘ସେଲିବ୍ରିଟି ଆଡ୍‌ଭୋକେଟ୍’

October 12, 2026
Latest News

UPI Payment Charges: ବଡ଼ ବ୍ୟବସାୟୀଙ୍କୁ ଲାଗିପାରେ MDR ଫି, EMI ପେମେଣ୍ଟକୁ ମିଳିପାରେ ଛାଡ଼!

October 12, 2026

ବିମାନବନ୍ଦରରେ କ୍ଷେପଣାସ୍ତ୍ର ମାଡ଼: ଭାରତୀୟଙ୍କ ସମେତ ୧୩ ମୃତ

October 12, 2026

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟି-୨୦ରେ ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

October 12, 2026

କ୍ୟାପ୍‌ଟେନ୍ ସ୍ମୃତି ମନ୍ଧାନା ୟୁନିସେଫ୍ ଇଣ୍ଡିଆ ‘ସେଲିବ୍ରିଟି ଆଡ୍‌ଭୋକେଟ୍’

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.